ଚୌଦ୍ୱାର କଲେଜ୍ ବାଣିଜ୍ୟ ବିଭାଗ ୨୦୧୭ ବ୍ୟାଚ ଛାତ୍ରଙ୍କ ବନ୍ଧୁମିଳନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚୌଦ୍ୱାର କଲେଜ୍ ବାଣିଜ୍ୟ ବିଭାଗ ୨୦୧୭ ବ୍ୟାଚ ଛାତ୍ରଙ୍କ ବନ୍ଧୁମିଳନ

ଚୌଦ୍ୱାର କଲେଜ୍ ବାଣିଜ୍ୟ ବିଭାଗ ୨୦୧୭ ବ୍ୟାଚ ଛାତ୍ରଙ୍କ ବନ୍ଧୁମିଳନ #ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର କଲେଜ୍ ବାଣିଜ୍ୟ ବିଭାଗର ୨୦୧୭ ବ୍ୟାଚ ଛାତ୍ରମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଭରାଣ୍ଡି ଗ୍ରାମ ସ୍ଥିତ ହନୁମାନ ହୁଡ଼ାରେ ଏହି ଉତ୍ସବ ପାଳିତ ହେଇଥିଲା । ଏହି କାର୍ଯ୍ୟକ୍ରମରେ କଲେଜର ବାଣିଜ୍ୟ ବିଭାଗ ୨୦୧୭ ବ୍ୟାଚ ଛାତ୍ରମାନେ ଯୋଗ ଦେଇଥିଲେ । ସମସ୍ତେ ମିଳିମିଶି ନାଚ ଗୀତ ସହିତ ମନୋରଞ୍ଜନ…

କଟକ କମିଶନରେଟ ପୁଲିସରେ ଡିସିପି ଭାବେ ଦାୟିତ୍ୱ ନେଲେ କନୱର ବିଶାଲ ସିଂହ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଟକ କମିଶନରେଟ ପୁଲିସରେ ଡିସିପି ଭାବେ ଦାୟିତ୍ୱ ନେଲେ କନୱର ବିଶାଲ ସିଂହ

କଟକ କମିଶନରେଟ ପୁଲିସରେ ଡିସିପି ଭାବେ ଦାୟିତ୍ୱ ନେଲେ କନୱର ବିଶାଲ ସିଂହ #କଟକ(ଏନ୍‌.ଏମ୍‌.): କମିଶନରେଟ ପୁଲିସରେ ଆଜି ନୂତନ କଟକ ଡିସିପି ଦାୟିତ୍ୱ ଗ୍ରହଣ କରିଛନ୍ତି । କନୱର ବିଶାଲ ସିଂହ ଆଜି କଟକ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିବା ଅବସରରେ ବିଭାଗ ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ସେ ଏହା ପୂର୍ବରୁ ପୁରୀ ଏସପି ଭାବେ ଦକ୍ଷତାର ସହ କାର୍ଯ୍ୟକରି ଜନସାଧାରଣଙ୍କ ପ୍ରିୟ…

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି #ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ଦେଶରେ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳରେ ପ୍ରସ୍ତୁତି ଆରମ୍ଭ ହୋଇଛି । ନେତାମାନେ କିଭଳି ଜନତାଙ୍କୁ ନିଜ ଆଡକୁ ଆକୃଷ୍ଟ କରି ପାରିବେ ସେ ନେଇ ଜୋରଦାର ଉଦ୍ୟମ ଚଳାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆସନ୍ତା ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି…

ଜୁନିଅର ଶିକ୍ଷକ ନିଯୁକ୍ତି ମାମଲାରେ ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜୁନିଅର ଶିକ୍ଷକ ନିଯୁକ୍ତି ମାମଲାରେ ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

ଜୁନିଅର ଶିକ୍ଷକ ନିଯୁକ୍ତି ମାମଲାରେ ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ #କଟକ(ଏନ୍‌.ଏମ୍‌.): ଜୁନିଅର ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ଓଡିଶା ହାଇକୋର୍ଟ । ତେବେ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି । ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି…

ପେସାରେ ସାମ୍ୱାଦିକ, କିନ୍ତୁ ଚଳାଇଥିଲେ ଚୋରା ବାଇକ୍ ରାକେଟ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପେସାରେ ସାମ୍ୱାଦିକ, କିନ୍ତୁ ଚଳାଇଥିଲେ ଚୋରା ବାଇକ୍ ରାକେଟ

ପେସାରେ ସାମ୍ୱାଦିକ, କିନ୍ତୁ ଚଳାଇଥିଲେ ଚୋରା ବାଇକ୍ ରାକେଟ #ବାଲେଶ୍ୱର(ଏନ୍‌.ଏମ୍‌.): ଏବେ ସାମ୍ବାଦିକତା ଭଳି ପବିତ୍ର ବୃତ୍ତି କଳୁଷିତ ହୋଇଯାଇଛି । ବହୁ ସାମ୍ବାଦିକ ନିଜର ବୃତ୍ତିର ପରିସୀମା ଭିତରେ ନରହି ଅନେକ ଅନୈତିକ କାର୍ଯ୍ୟରେ ଲିପ୍ତ ରହୁଥିବା ଯୋଗୁଁ ସମାଜରେ ସମଗ୍ର ସାମ୍ବାଦିକ ବର୍ଗ ଆଜି ନିନ୍ଦିତ ହେଉଛନ୍ତି । ଏଭଳି ଏକ ସଂଗୀନ ଅପରାଧ ମୂଳକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଅଞ୍ଚଳରେ । ପେସାରେ ସାମ୍ୱାଦିକ…

ନୂଆ ଦାୟିତ୍ୱ ଗ୍ରହଣ କଲେ ସମର୍ଥ ବର୍ମା, କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ
Slider ଦେଶ ବିଦେଶ ପପୁଲାର ନିଓଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ନୂଆ ଦାୟିତ୍ୱ ଗ୍ରହଣ କଲେ ସମର୍ଥ ବର୍ମା, କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ

ନୂଆ ଦାୟିତ୍ୱ ଗ୍ରହଣ କଲେ ସମର୍ଥ ବର୍ମା, କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ ପୁରୀ(ଏନ୍‌.ଏମ୍‌.): ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସମର୍ଥ ବର୍ମା । ପୂର୍ବରୁ ସେ ପୁରୀ ଜିଲ୍ଲାପାଳ ଥିଲେ । ୮ ଦିନ ତଳେ ତାଙ୍କୁ ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରସାଶକ ଭାବେ ବଦଳି କରାଯାଇଥିଲା । ଅନ୍ୟପକ୍ଷରେ ପୁରୀ ଜିଲ୍ଲାପାଳ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ବିଜୟ…

ଟିଏଲ୍‌ସି ପାୱାର କ୍ଲବ୍ ଖୋର୍ଦ୍ଧାର ବନ୍ଧୁ ମିଳନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଟିଏଲ୍‌ସି ପାୱାର କ୍ଲବ୍ ଖୋର୍ଦ୍ଧାର ବନ୍ଧୁ ମିଳନ

ଟିଏଲ୍‌ସି ପାୱାର କ୍ଲବ୍ ଖୋର୍ଦ୍ଧାର ବନ୍ଧୁ ମିଳନ #ଖୋର୍ଦ୍ଧା(ଏନ୍‌.ଏମ୍‌.): ଖୋର୍ଦ୍ଧା ସ୍ଥିତ ଟିଏଲସି ଠାରେ ପାୱାର କ୍ଲବ୍‌ର ବନ୍ଧୁ ମିଳନ ଉତ୍ସବ ବଡ଼ ଦୁମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି । ଏହି କ୍ଲବ୍‌ଟି ୧୯୯୦-୧୯୯୧ ମସିହାରୁ ଗଠନ ହୋଇ କର୍ମକର୍ତ୍ତା ତଥା ସଦସ୍ୟଙ୍କ ଚିତ୍ତବିନୋଦନ କରି ଆସୁଛି । କ୍ଲବର ସଭାପତି ପ୍ରଫୁଲ୍ଲ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କ୍ଲବ ଉପସଭାପତି ଶିବୁ ଭାଇ, ସମ୍ପାଦକ କୁନୁ ମଲ୍ଲିକ…

ଭୁବନେଶ୍ୱରରେ କଂଗ୍ରେସର ଓଡ଼ିଶା ବଞ୍ଚାଓ ସମାବେଶ : ବିଜେପି ଓ ବିଜେଡି ବିରୋଧରେ ବର୍ଷିଲେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଭୁବନେଶ୍ୱରରେ କଂଗ୍ରେସର ଓଡ଼ିଶା ବଞ୍ଚାଓ ସମାବେଶ : ବିଜେପି ଓ ବିଜେଡି ବିରୋଧରେ ବର୍ଷିଲେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱରରେ କଂଗ୍ରେସର ଓଡ଼ିଶା ବଞ୍ଚାଓ ସମାବେଶ ବିଜେପି ଓ ବିଜେଡି ବିରୋଧରେ ବର୍ଷିଲେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ #ଭୁବନେଶ୍ୱର(ଏନ୍‌.ଏମ୍‌.): ଭୁବନେଶ୍ୱରରେ ଆଜି ଅନୁଷ୍ଠିତ ହୋଇଛି କଂଗ୍ରେସର ଓଡ଼ିଶା ବଞ୍ଚାଓ ସମାବେଶ । ଏଥିରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଯୋଗ ଦେଇ କେନ୍ଦ୍ରର ମୋଦୀ ସରକାର ଏବଂ ରାଜ୍ୟରେ ନବୀନ ସରକାରଙ୍କ ଉପରେ ବହେ ବର୍ଷିଥିଲେ । ସେ ତାଙ୍କ ଅଭିଭାଷଣରେ ବିଜେଡି ଓ ବିଜେପି…

ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସଞ୍ଜୀବ ପଣ୍ଡା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସଞ୍ଜୀବ ପଣ୍ଡା

ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସଞ୍ଜୀବ ପଣ୍ଡା #ଭୁବନେଶ୍ୱର(ଏନ୍‌.ଏମ୍‌.): ବରିଷ୍ଠ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ବିଦାୟୀ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । କଟକ-ଭୁବନେଶ୍ୱର ପୁଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ #ନୂଆଦିଲ୍ଲୀ(ଏଜେନ୍ସି): ଦେଶରେ ଖୁବ ଶିଘ୍ର ଆରମ୍ଭ ହେବାକୁ ଯାଉଛି ନିର୍ବାଚନ ପ୍ରକ୍ରିୟା । ଲୋକସଭା ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟସଭା ନିର୍ବାଚନ ହେବ । ତେବେ ଫେବ୍ରୁଆରୀ ୨୭ତାରଖରେ ରାଜ୍ୟସଭା ନିର୍ବାଚନ ହେବା ନେଇ ନିର୍ବାଚନ କମିଶନରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ଦେଶର ୧୫ଟି ରାଜ୍ୟରେ ଖାଲି ପଡିବାକୁ ଥିବା ୫୬ ଆସନ ପାଇଁ ନିର୍ବାଚନ ହେବ…

ଆରମ୍ଭ ହେଲା ରାଜନୈତିକ ଅଙ୍କକଷା: ମହା ବନ୍ଧୁମିଳନରେ ବାଣୀକଲ୍ୟାଣଙ୍କ ଶକ୍ତି ପ୍ରଦର୍ଶନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆରମ୍ଭ ହେଲା ରାଜନୈତିକ ଅଙ୍କକଷା: ମହା ବନ୍ଧୁମିଳନରେ ବାଣୀକଲ୍ୟାଣଙ୍କ ଶକ୍ତି ପ୍ରଦର୍ଶନ

ଆରମ୍ଭ ହେଲା ରାଜନୈତିକ ଅଙ୍କକଷା: ମହା ବନ୍ଧୁମିଳନରେ ବାଣୀକଲ୍ୟାଣଙ୍କ ଶକ୍ତି ପ୍ରଦର୍ଶନ #ବାସୁଦେବପୁର(ଏନ୍‌.ଏମ୍‌.): ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଏବେ ପ୍ରଶାସନିକ ପ୍ରସ୍ତୁତି ଜୋରଦାର ଚାଲିଥିବାବେଳେ ରାଜନୈତିକ ଅଙ୍କକଷା ମଧ୍ୟ ବଢ଼ିଯାଇଛି । କିଏ କେଉଁ ଦଳରୁ ପ୍ରାର୍ଥୀ ହେବ । କାହାର କାହା ସହିତ ପ୍ରତିଦ୍ୱନ୍ଦ୍ୱିତା ହେବ ସେ ନେଇ ଭୋଟଙ୍କରଙ୍କ ଠାରୁ ନିର୍ବାଚନ ସମୀକ୍ଷଙ୍କ ପର୍ଯ୍ୟନ୍ତ ଚାଲିଛି ହିସାବ । ଏହି ଅବସରରେ ରାଜନୈତିକ ଶିବିରରେ ମଧ୍ୟ…

ବଲାଙ୍ଗିରରେ ରାଜ୍ୟପାଳ: ୭ଦିନ ମଧ୍ୟରେ ସମସ୍ୟାର ସମାଧାନ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ, ଅଙ୍ଗନୱାଡ଼ି ପିଲାଙ୍କୁ ବାଣ୍ଟିଲେ ଚକୋଲେଟ୍‌
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବଲାଙ୍ଗିରରେ ରାଜ୍ୟପାଳ: ୭ଦିନ ମଧ୍ୟରେ ସମସ୍ୟାର ସମାଧାନ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ, ଅଙ୍ଗନୱାଡ଼ି ପିଲାଙ୍କୁ ବାଣ୍ଟିଲେ ଚକୋଲେଟ୍‌

ବଲାଙ୍ଗିରରେ ରାଜ୍ୟପାଳ: ୭ଦିନ ମଧ୍ୟରେ ସମସ୍ୟାର ସମାଧାନ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ, ଅଙ୍ଗନୱାଡ଼ି ପିଲାଙ୍କୁ ବାଣ୍ଟିଲେ ଚକୋଲେଟ୍‌ #ପାଟଣାଗଡ଼(ଏନ୍‌.ଏମ୍‌.): ବଲାଙ୍ଗୀର ଗସ୍ତରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ । ସେ ପ୍ରଥମେ ନୂଆପଡ଼ା ଜିଲ୍ଲାରୁ ଆସି ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକର ଝଲିଆଲିଟି ଗାଁର ଅଙ୍ଗନବାଡ଼ି କେନ୍ଦ୍ରରେ ପହଞ୍ଚିଥିଲେ । ଗାଁର ଅଙ୍ଗନବାଡ଼ି କେନ୍ଦ୍ରର ଛୋଟ ଛୋଟ ଛୁଆ ମାନଙ୍କ ସହ ମିଶି ଚକୋଲେଟ ବଣ୍ଟନ କରିଥିଲେ । ଅଙ୍ଗନବାଡ଼ି…

ମୋକିମ ଫାଉଣ୍ଡେସନ ପକ୍ଷରୁ ବରିଷ୍ଠ ନାଗରିକମାନଙ୍କର ବନ୍ଧୁମିଳନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୋକିମ ଫାଉଣ୍ଡେସନ ପକ୍ଷରୁ ବରିଷ୍ଠ ନାଗରିକମାନଙ୍କର ବନ୍ଧୁମିଳନ

ମୋକିମ ଫାଉଣ୍ଡେସନ ପକ୍ଷରୁ ବରିଷ୍ଠ ନାଗରିକମାନଙ୍କର ବନ୍ଧୁମିଳନ #କଟକ(ଏନ୍‌.ଏମ୍‌.): ମୋକିମ ଫାଉଣ୍ଡେସନ ପକ୍ଷରୁ ଆଠଗଡ ମେଘା ସ୍ଥିତ ମେଟ୍ରୋ ହାଇଡ ଆଉଟ ଠାରେ ବରିଷ୍ଠ ନାଗରିକ ମହାସଭାର ସଦସ୍ୟ ଓ ସଦସ୍ୟାମାନଙ୍କୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକମାନେ ସଂଗୀତ, ନାଚ ସହ ନିଜ ନିଜ ଜୀବନର ଅନୁଭୂତି ବିଷୟରେ ଆଲୋଚନା କରିଥିଲେ । ମୋକିମ ଫାଉଣ୍ଡେସନର ପ୍ରତିଷ୍ଠାତା ବିଧାୟକ…

ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ

ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି । ଏସିଆର ସର୍ବବୃହତ୍ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀମାନଙ୍କ ବିଚରଣସ୍ଥଳୀ । ଏହି ମହୋତ୍ସବ ପକ୍ଷୀପ୍ରେମୀମାନଙ୍କୁ ଅତି ନିକଟରୁ ଚିଲିକା ଓ ବିଦେଶାଗତ ପକ୍ଷୀମାନଙ୍କୁ ଜାଣିବାର ସୁଯୋଗ ଆଣିଦେବ । ପର୍ଯ୍ୟଟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ଚିଲିକା…

ଅସହାୟ ଲୋକଙ୍କୁ ଶୀତ ବସ୍ତ୍ର ବଣ୍ଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଅସହାୟ ଲୋକଙ୍କୁ ଶୀତ ବସ୍ତ୍ର ବଣ୍ଟନ

ଅସହାୟ ଲୋକଙ୍କୁ ଶୀତ ବସ୍ତ୍ର ବଣ୍ଟନ #କଟକ(ଏନ୍‌.ଏମ୍‌.): ସମ୍ପ୍ରତି ପ୍ରବଳ ଶୀତର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବାବେଳେ ଅସହାୟ ବ୍ୟକ୍ତିମାନଙ୍କ ପାଇଁ ଏହା ଦୁର୍ବିସହ ହୋଇ ପଡ଼ିଛି । ପ୍ରବଳ ଶୀତରେ ଥରୁଥିବା ଅସହାୟ, ଗରିବ ଲୋକମାନଙ୍କୁ ଏଥିରୁ ସୁରକ୍ଷା ଦେବା ନିମନ୍ତେ ଆଜି ସ୍ଥାନୀୟ କାଳିଆବୁଦା ସ୍ଥିତ ମା’ ଶ୍ୟାମା କାଳି ମନ୍ଦିର ପରିସରରେ ଶୀତ ବସ୍ତ୍ର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି । ବିଶେଷ କରି ଏହି…

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ #ସମ୍ବଲପୁର(ଏନ୍‌.ଏମ୍‌.): ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ ଯୋଗେ ପହଞ୍ଚିଥିଲେ । ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ନ ପ୍ରାୟ ୧ଟାରେ ଏହି ମନ୍ଦିର ଲୋକାର୍ପଣ କରିଥିବା ଜଣାଯାଇଛି…

ଗାନ୍ଧିଜୀ ବିଦ୍ୟାପୀଠର ୨୦୦୭ ବ୍ୟାଚ ବନ୍ଧୁ ମିଳନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଗାନ୍ଧିଜୀ ବିଦ୍ୟାପୀଠର ୨୦୦୭ ବ୍ୟାଚ ବନ୍ଧୁ ମିଳନ

ଗାନ୍ଧିଜୀ ବିଦ୍ୟାପୀଠର ୨୦୦୭ ବ୍ୟାଚ ବନ୍ଧୁ ମିଳନ #ଚୌଦ୍ୱାର(ଏନ୍‌.ଏମ୍‌.): ବିପଦ ସମୟରେ ଯିଏ ପାଖରେ ଛିଡ଼ା ହୋଇଥାଏ ସେହି ପ୍ରକୃତ ବନ୍ଧୁ । ସେହିଭଳି ବନ୍ଧୁର ମହତ୍ତ୍ୱକୁ ଆହୁରି ଅତି ନିବିଡ କରିବା ପାଇଁ କୟଳପଡ଼ା ଗାନ୍ଧିଜୀ ବିଦ୍ୟାପୀଠର ୨୦୦୭ ମସିହା ବ୍ୟାଚର ସବୁଠୁ ‘ନିଆରା ଆମ ସାଙ୍ଗ ଗ୍ରୁପ’ ସହପାଠୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଚୌଦ୍ୱାର ଥାନା ଅର୍ନ୍ତଗତ କୟଳପଡ଼ା ପଞ୍ଚାୟତ ନୂଆପାଟଣା ଗ୍ରାମ ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି…

ଜଗତପୁରରେ କ୍ଲବ ବାରଣ୍ଡାରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର : ବିତିଲା ୧୦ ବର୍ଷ ଘର ଖଣ୍ଡେ ନାହିଁ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜଗତପୁରରେ କ୍ଲବ ବାରଣ୍ଡାରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର : ବିତିଲା ୧୦ ବର୍ଷ ଘର ଖଣ୍ଡେ ନାହିଁ

ଜଗତପୁରରେ କ୍ଲବ ବାରଣ୍ଡାରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର : ବିତିଲା ୧୦ ବର୍ଷ ଘର ଖଣ୍ଡେ ନାହିଁ #ଜଗତପୁର (ଏନ୍‌.ଏମ୍‌.): ସରକାର ମହିଳା ଓ ଶିଶୁମାନଙ୍କ ବିକାଶ ନିମନ୍ତେ ସର୍ବଦା ଗୁରୁତ୍ୱ ଦେଇ ଆସୁଛନ୍ତି । ମହିଳା ଓ ଶିଶୁମାନଙ୍କୁ ଅପପୃଷ୍ଟିରୁ ସୁରକ୍ଷା ଦେବା ସହ ଶିଶୁମାନଙ୍କ ବୌଦ୍ଧିକ ବିକାଶ ନିମନ୍ତେ ସରକାର ଯୋଜନା ମଧ୍ୟ କରିଛନ୍ତି । ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ସମନ୍ୱିତ ଶିଶୁବିକାଶ…

ବାମନଘାଟୀ ପ୍ରଶାସନ ତରଫରୁ ରାଇରଙ୍ଗପୁର ଠାରେ ୧୪ତମ ଜାତୀୟ ଭୋଟର ଦିବସ-୨୦୨୪
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବାମନଘାଟୀ ପ୍ରଶାସନ ତରଫରୁ ରାଇରଙ୍ଗପୁର ଠାରେ ୧୪ତମ ଜାତୀୟ ଭୋଟର ଦିବସ-୨୦୨୪

ବାମନଘାଟୀ ପ୍ରଶାସନ ତରଫରୁ ରାଇରଙ୍ଗପୁର ଠାରେ ୧୪ତମ ଜାତୀୟ ଭୋଟର ଦିବସ-୨୦୨୪ ଭୋଟର ଦିବସ ରେ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥ ପାଠ କରାଇଲେ ଉପଜିଲ୍ଲାପାଳ #ରାଇରଙ୍ଗପୁର(ଏନ୍‌.ଏମ୍‌.): ବାମନଘାଟୀ ଉପଖଣ୍ଡ ପ୍ରଶାସନ ତରଫରୁ ଚତୁର୍ଦଶ ଜାତୀୟ ମତଦାତା ଦିବସ -୨୦୨୪ ପାଳିତ ହୋଇଯାଇଛି । ଏହି ଅବସରରେ ବାମନଘାଟି ଉପଜିଲ୍ଲପାଳ ସରୋଜ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଏକ ବୈଠକ ଅନୁଷ୍ଠିତ…

ଭାରତୀୟ ଶ୍ରମସମ୍ମିଳନୀ-୨୦୨୪
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭାରତୀୟ ଶ୍ରମସମ୍ମିଳନୀ-୨୦୨୪

ଭାରତୀୟ ଶ୍ରମସମ୍ମିଳନୀ-୨୦୨୪ ଭୁବନେଶ୍ୱର(ଏନ୍‌.ଏମ୍‌.): କେରଳର କୋଝିକୋଡ଼ି ଠାରେ ଭାରତୀୟ ଶ୍ରମ ସମ୍ମିଳନୀ-୨୦୨୪ ଅନୁଷ୍ଠିତ ହୋଇ ଯାଇଛି । ଏହି ସମ୍ମିଳନୀରେ ଭାରତର ବିଭିନ ରାଜ୍ୟରୁ ଶ୍ରମ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ । ଓଡିଶାରୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଅତିରିକ୍ତ ଶାସନ ସଚିବ ନୀତିରଞ୍ଜନ ସେନ,ସମ୍ମାନିତ ବକ୍ତାଭାବରେ ସମ୍ମିଳନୀରେ ଯୋଗଦେଇ ବିଭାଗର କାର୍ଯ୍ୟକ୍ରମ ବିଷୟରେ ଅତିଥିମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ଭାରତର ବିଭିନ୍ନ…