ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ #କଟକ(ଏନ୍.ଏମ୍.): ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି…

















