ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିକ୍ଷୋଭ
ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିକ୍ଷୋଭ #କଟକ(ଏନ୍.ଏମ୍.): ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେବା, ବିନା ଥଇଥାନରେ ଲଗାତାର ଚାଲିଥିବା ବସ୍ତି ଉଚ୍ଛେଦ ବନ୍ଦ କରିବା, ଜୀବିକା ସୁରକ୍ଷାର ଆବଶ୍ୟକତା ପାଇଁ କର୍ମସ୍ଥଳ ନିକଟରେ ଥଇଥାନ କରିବା, ସମ୍ବିଧାନ…
















