ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାର ସମାଧାନ ଦାବିରେ ସେପ୍ଟେମ୍ବର ୨୮ରେ ବିଧାନସଭା ସମ୍ମୁଖରେ ବିଶାଳ ଛାତ୍ର ବିକ୍ଷୋଭ
ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାର ସମାଧାନ ଦାବିରେ ସେପ୍ଟେମ୍ବର ୨୮ରେ ବିଧାନସଭା ସମ୍ମୁଖରେ ବିଶାଳ ଛାତ୍ର ବିକ୍ଷୋଭ @କଟକ(ଏନ୍.ଏମ୍.): ଦେଶ ତଥା ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଚରମ ବିପର୍ଯ୍ୟସ୍ତ ହୋଇଛି। ଏହାର ସମାଧାନ ଦାବିରେ ଏଆଇଡିଏସଓ ଓଡ଼ିଶା ରାଜ୍ୟ ପରିଷଦ ପକ୍ଷରୁ ଆସନ୍ତା ୨୮ ସେପ୍ଟେମ୍ୱର ବିଧାନସଭା ସମ୍ମୁଖରେ ଏକ ରାଜ୍ୟସ୍ତରୀୟ ବିଶାଳ ଛାତ୍ର ବିକ୍ଷୋଭ ଅନୁଷ୍ଠିତ ହେବ। ସେହି ପରିପ୍ରେକ୍ଷୀରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ବ୍ୟାପକ ପ୍ରଚାର ପ୍ରସାର ସହ ଏହି…


