ଚୌଦ୍ୱାର ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ : ଏବିଭିପି ପକ୍ଷରୁ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଚୌଦ୍ୱାର ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ଏବିଭିପି ପକ୍ଷରୁ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ @ଚୌଦ୍ୱାର (ଏନ୍.ଏମ୍.): ଚୌଦ୍ୱାର ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରଥମ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟ ଶେଷ ହୋଇଛି। ଦୀର୍ଘ ୮ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୂତନ ଉଦ୍ଦିପନା ଦେଖିବାକୁ ମିଳିଛି। ଏହି ମହାବିଦ୍ୟାଳୟରେ ଏବିଭିପି ପକ୍ଷରୁ ପ୍ରାର୍ଥୀ ଦିଆଯାଇଥିବାବେଳେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ…


