ଅବ୍ୟବସ୍ଥାରେ ରହିଛି ପଞ୍ଚାୟତରୁ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ରାସ୍ତା
ଅବ୍ୟବସ୍ଥାରେ ରହିଛି ପଞ୍ଚାୟତରୁ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ରାସ୍ତା @ଚୌଦ୍ୱାର(ଏନ୍.ଏମ୍.): କଟକ ଜିଲ୍ଲାର ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ କୟଳପଡ଼ା ଗ୍ରାମ ପଞ୍ଚାୟତରେ ଗ୍ରାମୀଣ ବିକାଶ (ଆରଡି)ବିଭାଗ ରାସ୍ତା ମରଣଯନ୍ତା ପାଲଟିଥିବାବେଳେ ଏଥିପ୍ରତି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ପଡ଼ୁନାହିଁ। ତେବେ ବିଭାଗୀୟ ଅବହେଳା ପାଇଁ ଏହି ପଞ୍ଚାୟତର ହଜାର ହଜାର ଜନସାଧାରଣ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ଦାବି ଉଠାଇ ଆସୁଥିଲେ ମଧ୍ୟ…

