ଭିଜିଲାନ୍ସ ଜାଲରେ ବୀରମିତ୍ରପୁର ପୌରପାଳିକା କର୍ମଚାରୀ, ୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ
ଭିଜିଲାନ୍ସ ଜାଲରେ ବୀରମିତ୍ରପୁର ପୌରପାଳିକା କର୍ମଚାରୀ, ୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ @କଟକ(ଏନ୍.ଏମ୍.): ରାଜ୍ୟରେ ବଢ଼ିଚାଲିଛି ଦୁର୍ନୀତି। ଏବେ ମୋଟା ଅଙ୍କର ବେତନ ପାଉଥିବା ସରକାରୀ କର୍ମଚାରୀ ଲାଞ୍ଚ କାରବାରରେ ଛନ୍ଦି ହେବା ଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ଲାଞ୍ଚ କାରବାର ମାମଲାରେ ଭିଜିଲାନ୍ସ ଜାଲରେ ବୀରମିତ୍ରପୁର ପୌରପାଳିକା କର୍ମଚାରୀ ବୈବସ୍ୱତମନୁ ରାଉତ। ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ।…


