ପବିତ୍ର ଅକ୍ଷୟ ତୃତୀୟାର ହାର୍ଦ୍ଧିକ ଅଭିନନ୍ଦନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ପବିତ୍ର ଅକ୍ଷୟ ତୃତୀୟାର ହାର୍ଦ୍ଧିକ ଅଭିନନ୍ଦନ

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପାଠକ ପାଠିକାମାନଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଇ ନିଷ୍କର୍ଷ ମିଡ଼ିଆ ଆରମ୍ଭ କରିଛି ଡିଜିଟାଲ ପ୍ଲାଟଫର୍ମ ଏଥିରେ ଆପଣମାନେ ପାଇ ପାରିବେ ୨୪ଘଣ୍ଟିଆ ତାଜା ଖବର, ନିଷ୍କର୍ଷ ସାପ୍ତାହିକ ଖବର କାଗଜ, ୟୁଟୁବ୍ ଚାନେଲ ଓ ଫେସବୁକ ପେଜ ଆପଣଙ୍କୁ ସବୁବେଳେ ତାଜା ଖବର ପହଞ୍ଚାଇବା ଆମ୍ଭର ଲକ୍ଷ୍ୟ । ସର୍ଚ୍ଚ କରନ୍ତୁ nishkarsha.com facebook & youtube : @nishkarsha media ପ୍ରତ୍ୟେକଟି ଖବର…

ଆସାମରେ ଭୂକମ୍ପ ଝଟକା
ଦେଶ ବିଦେଶ ବ୍ରେକିଙ୍ଗ ନିଉଜ

ଆସାମରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଆସାମରେ ଶୁକ୍ରବାର ଦିନ ଆଉ ଏକ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ମିଳିଥିବା ସୂଚନା ମୁତାବକ ସକାଳ ପ୍ରାୟ ୬ଟା ୧୩ ମିନିଟରେ ମୋରିଗାନ୍ ଅଞ୍ଚଳରେ ଏହି ଝଟକା ଅନୁଭୂତ ହୋଇଥିଲା ଏବଂ ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ଥିଲା ୨.୮ । ସକାଳ ପ୍ରାୟ ୬ଟା ୧୩ ମିନିଟରେ ଭୂମିକମ୍ପ ହୋଇଥିବା ନେଇ ନ୍ୟାସନାଲ୍ ସେଣ୍ଟର ଫର୍ ସେସିମୋଲୋଜି ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ଲୋକ…

JEE Main 2021 ପରୀକ୍ଷା ସ୍ଥଗିତ
Slider ବ୍ରେକିଙ୍ଗ ନିଉଜ ଶିକ୍ଷା ଓ ନିଯୁକ୍ତି

JEE Main 2021 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ଏପ୍ରିଲ୍ ମାସ ପରେ ଏବେ JEE Mainର ମେ ମାସର ପରୀକ୍ଷାକୁ ମଧ୍ୟ ସ୍ଥଗିତ କରିଦିଆଯାଇଛି । ନ୍ୟାଶନାଲ୍ ଟେଷ୍ଟିଂ ସେଣ୍ଟର (ଏନଟିଏ) ଏ ନେଇ ନୋଟିସ୍ ଜାରି କରିଛି । ନୋଟିସ୍ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡା. ରମେଶ ପୋଖରୀୟାଲ୍ ନିଶଙ୍କ ଟ୍ୱିଟ୍ କରି ଏହାର ସୂଚନା ଦେଇଛି । ଶିକ୍ଷା ମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତ, କୋଭିଡ୍‌-୧୯ର ବର୍ତ୍ତମାନ ସ୍ଥିତି ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ…

ଗାର୍ଲଫ୍ରେଣ୍ଡଙ୍କ ଅନୁମତିରେ ମେଲିଣ୍ଡାଙ୍କୁ ବିବାହ କରିଥିଲେ ବିଲ ଗେଟ୍ସ
Slider ଦେଶ ବିଦେଶ ବ୍ରେକିଙ୍ଗ ନିଉଜ

ଗାର୍ଲଫ୍ରେଣ୍ଡଙ୍କ ଅନୁମତିରେ ମେଲିଣ୍ଡାଙ୍କୁ ବିବାହ କରିଥିଲେ ବିଲ ଗେଟ୍ସ

ୱାଶିଂଟନ: ବିବାହର ୨୭ ବର୍ଷ ପରେ ବିଶ୍ୱର ଅନ୍ୟତମ ଧନୀ ତଥା ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ ଗେଟ୍ସ ଓ ତାଙ୍କ ପତ୍ନୀ ମେଲିଣ୍ଡା ଗେଟ୍ସଙ୍କ ବିଚ୍ଛେଦକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆସିଛି ଏହାର ଏକ ନୂଆ ଆଙ୍ଗେଲ। ଏହି ହାଇ ପ୍ରୋଫାଇଲ ବିଚ୍ଛେଦ ପରେ ବିଲ ଗେଟ୍ସଙ୍କ ପୁରୁଣା ପ୍ରେମିକା ଏନ୍‌ ବିନୱେଲ୍ଡଙ୍କ ଉପରେ ପଡ଼ିଛି ସମସ୍ତଙ୍କ ନଜର।

କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ମୁହଁରୁ ଫେରାଇ ଆଣିବ ଏହି ଔଷଧ, ଭାରତରେ ମିଳିଲା ମଞ୍ଜୁରୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ମୁହଁରୁ ଫେରାଇ ଆଣିବ ଏହି ଔଷଧ, ଭାରତରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ: ଦେଶରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ପ୍ରତିଦିନ ମୃତ୍ୟୁ ସଂଖ୍ୟା ପୂର୍ବ ଦିନର ରେକର୍ଡ ଭାଙ୍ଗୁଛି। ଯାହାକୁ ନେଇ ସାରା ଦେଶ ଚିନ୍ତିତ। ଏବେ ଏହି କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଏକ ବିଦେଶୀ କମ୍ପାନୀର ଔଷଧକୁ ଅନୁମତି ଦେଇଛନ୍ତି ଭାରତ ସରକାର। ଜରୁରୀକାଳୀନ ଭାବରେ ଏହି ଔଷଧ ବ୍ୟବହାର ହେବ ବୋଲି ଜଣାପଡ଼ିଛି। ଫାର୍ମା କମ୍ପାନୀ ରୋଚେ ଇଣ୍ଡିଆ (Roche India) କହିଛି ଯେ…

ଆଇପିଏଲ ହେଲା ସ୍ଥଗିତ
Slider କ୍ରୀଡା ବ୍ରେକିଙ୍ଗ ନିଉଜ

ଆଇପିଏଲ ହେଲା ସ୍ଥଗିତ

ନୂଆଦିଲ୍ଲୀ: ପ୍ରଥମଥର ପାଇଁ ଅଧାରୁ ସ୍ଥଗିତ ହୋଇଛି ଫାଟଫଟ କ୍ରିକେଟ ଆଇପିଏଲ। ଏକାଧିକ କ୍ରିକେଟର କରୋନାରେ ଆକ୍ରାନ୍ତ ହେବାରୁ ଚଳିତ ବର୍ଷ ଆଇପିଏଲକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କ ବସିସିଆଇ ଉପ ସଭାପତି ରାଜୀବ ଶୁକ୍ଳା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆପିଏଲର ଗଭର୍ଣ୍ଣିଂ କାଉନସିଲ ଓ ବିସିସିଆଇର ଆଲୋଚନା ପରେ ଏପରି ନିଷ୍ପତ୍ତି ନିଆଯାଇଛି। ଗତବର୍ଷ କରୋନା ପାଇଁ ଭାରତ ବଦଳରେ ୟୁଏଇରେ ଟୁର୍ଣ୍ଣାମେଣ୍ଟ…