ବାରିପଦା ଖଣ୍ଡାୟତ ପରିବାର ତରଫରୁ ଆମେ ଖଣ୍ଡାୟତ କାର୍ଯ୍ୟକ୍ରମ : ଏକତ୍ରିତ ହେବା ପାଇଁ ଆହ୍ୱାନ
ବାରିପଦା ଖଣ୍ଡାୟତ ପରିବାର ତରଫରୁ ଆମେ ଖଣ୍ଡାୟତ କାର୍ଯ୍ୟକ୍ରମ : ଏକତ୍ରିତ ହେବା ପାଇଁ ଆହ୍ୱାନ #ରାଇରଙ୍ଗପୁର(ଏନ୍.ଏମ୍.): ବାରିପଦା ସ୍ଥିତ ଷ୍ଟାଡିୟମ କନଫେରେନ୍ସ ହଲ ଠାରେ ବାରିପଦା ଖଣ୍ଡାୟତ ପରିବାର ତରଫରୁ ତୃତୀୟ ଥର ଆମେ ଖଣ୍ଡାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାରିପଦାର ସମସ୍ତ ଖଣ୍ଡାୟତ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଯୋଗ ଦେଇ ଖଣ୍ଡାୟତ ମାନଙ୍କ ମୌଳିକ ସମସ୍ୟା ଗୁଡିକ ଉପରେ ଆଲୋକପାତ କରିଥିଲେ । ଆଜିର ଯୁଗରେ ସାଧାରଣତଃ ଖଣ୍ଡାୟତ ପରିବାର ଗୁଡିକ…
