ବାଣ ତିଆରି ବେଳେ ବିସ୍ଫୋରଣ: ୪ ମୃତ, ୪ ଗୁରୁତର
ବାଣ ତିଆରି ବେଳେ ବିସ୍ଫୋରଣ: ୪ ମୃତ, ୪ ଗୁରୁତର #ଖୋର୍ଦ୍ଧା (ଏନ୍.ଏମ୍.): ଦୋଳପୂର୍ଣ୍ଣମୀ ପାଇଁ ବାଣ ବିକ୍ରି କରି ଦୁଇ ପଇସା ରୋଜଗାର କରିବାର ଇଚ୍ଛା ଆଜି ମହଙ୍ଗା ପଡ଼ିଛି । ବାଣ ତିଆରି ବେଳେ ବିସ୍ଫୋରଣ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଆହତ ହୋଇଛନ୍ତି । ଆଜି ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ଗାଁରେ । ଆହତମାନଙ୍କୁ ଖୋର୍ଦ୍ଧା…
