ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ନେଇ ଆଠଗଡ ବ୍ଲକ ଘେରିଲା ବିଜେପି
ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ନେଇ ଆଠଗଡ ବ୍ଲକ ଘେରିଲା ବିଜେପି #ଆଠଗଡ (ଏନ୍.ଏମ୍.): ଆଠଗଡ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ନେଇ ବିଜେପି କର୍ମୀମାନଙ୍କ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ହୋଇଯାଇଛି । ବିଜେପି ନେତା ବ୍ରଜେନ୍ଦ୍ର ରାୟଙ୍କ ନେତୃତ୍ୱରେ ଆଠଗଡ ବିଜେପି କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଆଠଗଡ ବ୍ଲକ କାର୍ଯ୍ୟାଳୟ ଆଗରେ ପହଞ୍ଚି ବିକ୍ଷୋଭ କରିଥିଲେ । ବିକ୍ଷୋଭକାରୀମାନେ ସେଠାରେ ପହଞ୍ଚିବା ପୂର୍ବରୁ ପୁଲିସ…
