ଲକ୍ଷ୍ମୀ ନାରାୟଣ ସାହୁ ମହାବିଦ୍ୟାଳୟର ସାହିତ୍ୟ ଓ ନାଟ୍ୟ ସଂସଦର ବାର୍ଷିକ ଉତ୍ସବ
ଲକ୍ଷ୍ମୀ ନାରାୟଣ ସାହୁ ମହାବିଦ୍ୟାଳୟର ସାହିତ୍ୟ ଓ ନାଟ୍ୟ ସଂସଦର ବାର୍ଷିକ ଉତ୍ସବ #ଜଗତପୁର(ଏନ୍.ଏମ୍.): ଜଗତପୁରସ୍ଥିତ ଲକ୍ଷ୍ମୀ ନାରାୟଣ ସାହୁ ମହାବିଦ୍ୟାଳୟର ସାହିତ୍ୟ ସଂସଦ ଓ ନାଟ୍ୟ ସଂସଦର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମହା ବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର ସସ୍ମିତା ପଟ୍ଟନାୟକ ସଭାପତିତ୍ୱ କରିବା ସହିତ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ । ଏହି ଭବ୍ୟ ସମାରୋହରେ ଉଦଘାଟକ ଭାବେ କଟକ ସାଂସଦ ଭର୍ତ୍ତୃହରୀ ମହତାବ ଯୋଗଦେଇ ଶିକ୍ଷା ଛାତ୍ର ସମାଜକୁ ଶୃଙ୍ଖଳିତ…
