ସର୍ବଭାରତୀୟ ବୈଜ୍ଞାନିକ ମଣ୍ଡଳୀର ଓୟୁଏଟି ଫଳ ଗବେଷଣା ପ୍ରକଳ୍ପ ପରିଦର୍ଶନ
ସର୍ବଭାରତୀୟ ବୈଜ୍ଞାନିକ ମଣ୍ଡଳୀର ଓୟୁଏଟି ଫଳ ଗବେଷଣା ପ୍ରକଳ୍ପ ପରିଦର୍ଶନ #ଭୁବନେଶ୍ୱର(ଏନ୍.ଏମ୍.): ସର୍ବଭାରତୀୟ ବୈଜ୍ଞାନିକ ମଣ୍ଡଳୀର ବରିଷ୍ଟ ବୈଜ୍ଞାନିକମାନେ ଭୁବନେଶ୍ୱରର ଓୟୁଏଟିସ୍ଥିତ ଅଖିଳ ଭାରତୀୟ ଫଳ ଗବେଷଣା ପ୍ରକଳ୍ପର ଅନୁଧ୍ୟାନ ପାଇଁ ପରିଦର୍ଶନ କରିଛନ୍ତି । ଜାତୀୟ ଜୈବ ବିଜ୍ଞାନ ସଂସ୍ଥାର ଅଧ୍ୟକ୍ଷ ଡକ୍ଟର ଭି. ଏ. ପାର୍ଥସାରଥୀ, ଭାରତୀୟ ପନିପରିବା ଗବେଷଣା କେନ୍ଦ୍ର, ବାରଣାସୀର ପୂର୍ବତନ ପ୍ରମୁଖ ବୈଜ୍ଞାନିକ ଡକ୍ଟର କେ. ପି. ସିଂ, କେନ୍ଦ୍ରୀୟ କନ୍ଦ ଫସଲ ଅନୁସନ୍ଧାନ ସଂସ୍ଥାନ ତ୍ରିଭାନ୍ଦ୍ରମର ପୂର୍ବତନ ନିର୍ଦ୍ଦେଶକ…
