Nishkarsha

କନ୍ଦରପୁର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ

କନ୍ଦରପୁର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ #ଆଠଗଡ(ଏନ୍‌.ଏମ୍‌.): ଆଠଗଡ ବ୍ଲକ ଅନ୍ତର୍ଗତ କନ୍ଦରପୂର ସରସ୍ୱତୀ ଶିଶୁ ମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମୁଖ୍ୟଅତିଥି ଭାବେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ପୁରୀର ପୂର୍ବତନ ବିଧାୟକ ଉମାବଲ୍ଲଭ ରଥ, ମୁଖ୍ୟବକ୍ତା ଭାବେ ସାହିତ୍ୟିକ ଅଧ୍ୟାପକ ନାରାୟଣ ପଣ୍ଡା, ଅନ୍ୟତମ ଅତିଥି ଭାବେ ଓଡ଼ିଶା ଶିକ୍ଷା ବିକାଶ ସମିତି ସଭାପତି ଶରତଚନ୍ଦ୍ର ସାମନ୍ତ ଯୋଗ ଦେଇଥିଲେ…

Read More

କଟକ ନଗର ବିଜେପି ବାରବାଟୀ ଓ ମହାନଦୀ ମଣ୍ଡଳ ବୈଠକରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କଟକ ନଗର ବିଜେପି ବାରବାଟୀ ଓ ମହାନଦୀ ମଣ୍ଡଳ ବୈଠକରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ #କଟକ(ଏନ୍‌.ଏମ୍‌.): କେନ୍ଦ୍ରୀୟ ଭାଜପା ସଂଗଠନର ନିଷ୍ପତି ଅନୁଯାୟୀ ତୃଣ ମୂଳ ସଂଗଠନ ମଜଭୁତ କରିବା ପାଇଁ ସମସ୍ତ ମନ୍ତ୍ରୀ, ପଦାଧିକାରୀଙ୍କ ପ୍ରବାସ ଅବସରରେ କଟକ ନଗର ବିଜେପି ଶାଖାର ବାରବାଟି ଓ ମହାନଦୀ ମଣ୍ଡଳର ଦାୟିତ୍ୱ ନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଲୋଚନା କରିଛନ୍ତି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଥୋରିଆ ସାହି ସ୍ଥିତ ମୋହନ ମଣ୍ଡପରେ…

Read More

ବିଶିଷ୍ଟ ଆଇନଜୀବୀ ସ୍ୱର୍ଗତ ବିଶ୍ୱଜିତ୍ ମହାନ୍ତିଙ୍କ ସ୍ମୃତିସଭା

ବିଶିଷ୍ଟ ଆଇନଜୀବୀ ସ୍ୱର୍ଗତ ବିଶ୍ୱଜିତ୍ ମହାନ୍ତିଙ୍କ ସ୍ମୃତିସଭା #କଟକ(ଏନ୍‌.ଏମ୍‌.): ଦିବଂଗତ ବିଶିଷ୍ଟ ଆଇନଜୀବୀ ବିଶ୍ୱଜିତ୍ ମହାନ୍ତିଙ୍କ ଏକାଦଶାହ ଉପଲକ୍ଷେ ତାଙ୍କ ସିଡିଏ, ସେକ୍ଟର-୧୦ ସ୍ଥିତ ବାସଭବନରେ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ଯୁବ ଆଇନିଜୀବୀ ବୈଦ୍ୟନାଥ ବେହେରାଙ୍କ ସଭାପତିତ୍ୱରେ ଏହି ସଭାର ପ୍ରାରମ୍ଭରେ ରାଜ୍ୟ ବିଜୁ ଜନତା ଦଳର ସାଧାରଣ ସଂପାଦକ ପ୍ରଫୁଲ୍ଲ କୁମାର ସିଂ ସ୍ମୃତିସୁମନ ପୁସ୍ତିକାକୁ ଉନ୍ମୋଚନ କରିଥିଲେ । ସ୍ୱର୍ଗତ ମହାନ୍ତି ଦୀର୍ଘ ୩୦ ବର୍ଷ ଧରି ଫୌଜଦାରୀ ସାମ୍ବିଧାନିକ ମକଦ୍ଦମା, ସର୍ଭିସ୍…

Read More

ରାଉରକେଲାରେ ହକି ଷ୍ଟାଡିୟମ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲାରେ ହକି ଷ୍ଟାଡିୟମ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ #ରାଉରକେଲା(ଏନ୍‌.ଏମ୍‌.): ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ଷ୍ଟାଡିୟମ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ରାଉରକେଲାରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦଘାଟନ କରି ମୁଁ ବହୁତ ଖୁସି ଅନୁଭବ କରୁଛି । ୨୦ ହଜାର ଦର୍ଶକ ବସିବା ପାଇଁ କ୍ଷମତା ରଖିଥିବା ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ନିର୍ମାଣ କାମ ରେକର୍ଡ ୧୫…

Read More

ଓଡ଼ିଶାରେ ଆରମ୍ଭ ହେଲା ୫ଜି ସେବା: ୧ଶହ ୪ଜି ଟାୱାରର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶାରେ ଆରମ୍ଭ ହେଲା ୫ଜି ସେବା: ୧ଶହ ୪ଜି ଟାୱାରର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ #ଭୁବନେଶ୍ୱର (ଏନ୍‌.ଏମ୍‌.): ଡିଜିଟାଲ ସେବାରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ଓଡ଼ିଶାରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଫାଇଭ୍‌-ଜି ସେବା । ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି । ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍ ଏହି ସେବା ଯୋଗାଇବେ । ୫ଜି ସେବା ପ୍ରଥମେ କଟକ ଓ ଭୁବନେଶ୍ୱର ସହ…

Read More

ବୋର୍ଡ଼ର ଘୋଷଣା: ମାର୍ଚ୍ଚ ୧୦ରୁ ୧୭ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା

ବୋର୍ଡ଼ର ଘୋଷଣା: ମାର୍ଚ୍ଚ ୧୦ରୁ ୧୭ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା #କଟକ(ଏନ୍‌.ଏମ୍‌.): ମାଟ୍ରିକ୍ ପରୀକ୍ଷା ନେଇ ବୋର୍ଡ଼ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଏହା ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ଚାଲିବ । ଏନେଇ, ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ଏହି ଘୋଷଣା ସମୟରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଂଜନ ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ ।…

Read More

କଟକରେ ଜିଲ୍ଲାସ୍ତରୀୟ ମେଗା କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ

କଟକରେ ଜିଲ୍ଲାସ୍ତରୀୟ ମେଗା କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ #କଟକ(ଏନ୍‌.ଏମ୍‌.): ରାଜ୍ୟ ତଥା ରାଷ୍ଟ୍ର ଅର୍ଥନୀତି କୃଷକମାନଙ୍କ ଉପରେ ନିର୍ଭରଶୀଳ । ନୂତନ ଜ୍ଞାନକୌଶଳ ପ୍ରୟୋଗରେ କୃଷି ଯନ୍ତ୍ରପାତିର ଉପଯୋଗରେ କୃଷକମାନଙ୍କର ଆୟବୃଦ୍ଧି କରିବା କୃଷିମେଳାର ମୂଳ ଉଦ୍ଦେଶ୍ୟ ବୋଲି ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ନିକଟସ୍ଥ ଖ୍ରୀଷ୍ଟିୟାନ ସାହି ଖେଳପଡିଆଠାରେ ଅନୁଷ୍ଠିତ କୃଷି ଯନ୍ତ୍ରପାତି ମେଳାକୁ ଉଦ୍‌ଘାଟନ କରି କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରକାଶ କରିଛନ୍ତି । ସେ ପୁଣି କହିଛନ୍ତି ଯେ, ସ୍ୱଳ୍ପସମୟ…

Read More

ଡିଜିପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନି ଢାଳି ଆତ୍ମାହୂତି ଉଦ୍ୟମ କଲେ ଯୁବତୀ

ଡିଜିପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନି ଢାଳି ଆତ୍ମାହୂତି ଉଦ୍ୟମ କଲେ ଯୁବତୀ #କଟକ(ଏନ୍‌.ଏମ୍‌.): ଜଣେ ଯୁବତୀ ତାଙ୍କ ତଥାକଥିତ ପ୍ରେମିକଙ୍କ ଦ୍ୱରା ବ୍ଲାକ ମେଲିଂର ଶିକାର ହୋଇ ଶେଷରେ ନ୍ୟାୟ ପାଇବା ଲାଗି ଚରମ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଜି ପୁଲିସ ମହାନିର୍ଦ୍ଦେଶକ(ଡିଜିପି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଯୁବତୀ । ତେବେ ଠିକଣା ସମୟରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଛି ।…

Read More

ଫିକି ଓ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଫିକି ଓ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ବିଶ୍ୱକପ୍ ହକି ସମୟରେ ମିଲେଟ୍‌ର ପ୍ରଚାର ଉପରେ ଗୁରୁତ୍ୱାରୋପ #ଭୁବନେଶ୍ୱର(ଏନ୍‍.ଏମ୍‍.): ବିଶ୍ୱବ୍ୟାପୀ ମିଲେଟ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍‌? ବର୍ଷ ଭାବରେ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ୍ ମିଶନ ପକ୍ଷରୁ କ୍ଷୁଦ୍ରଶସ୍ୟ ଭାବେ ମିଲେଟର ଗୁରୁତ୍ୱ ଏବଂ ଉପକାରିତା ସମ୍ପର୍କରେ ପ୍ରଚାରପ୍ରସାର କରିବା ପାଇଁ ବର୍ଷସାରା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ଥିର କରାଯାଇଛି…

Read More

୨୦୨୨-୨୩ ବର୍ଷ ପାଇଁ ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ପ୍ରଥମ ବୈଠକ

୨୦୨୨-୨୩ ବର୍ଷ ପାଇଁ ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ପ୍ରଥମ ବୈଠକ #ଭୁବନେଶ୍ୱର(ଏନ୍‍.ଏମ୍‍.): ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମାନ୍ୟବର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶର ଉପାନ୍ତ ଅଞ୍ଚଳ ଏବଂ ଅନ୍ୟାନ୍ୟ ଓଡ଼ିଆଭାଷୀ ଅଞ୍ଚଳଗୁଡ଼ିକରେ ଓଡ଼ିଆ ଭାଷା ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାରପ୍ରସାର ନିମନ୍ତେ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓଡ଼ିଆ,…

Read More

ଭୁବନେଶ୍ୱରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର

ଭୁବନେଶ୍ୱରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ଖର୍ଚ୍ଚ ହେବ ୨୫ କୋଟି #ଭୁବନେଶ୍ୱର(ଏନ୍‍.ଏମ୍‍.): ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ୱିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ୱର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ । ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ…

Read More

ଡଷ୍ଟବିନରେ ହାତଗୋଡ ବନ୍ଧା ଅବସ୍ଥାରେ କଲେଜଛାତ୍ରୀ ଉଦ୍ଧାର

ଡଷ୍ଟବିନରେ ହାତଗୋଡ ବନ୍ଧା ଅବସ୍ଥାରେ କଲେଜଛାତ୍ରୀ ଉଦ୍ଧାର #ସାଲେପୁର(ଏନ୍‌.ଏମ୍‌.): ଜଣେ କଲେଜ ଛାତ୍ରୀଙ୍କୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଗୋଟିଏ ଡଷ୍ଟବିନରୁ ଉଦ୍ଧାର କରାଯାଇଛି । ତେବେ ଛାତ୍ରୀଙ୍କ ଏଭଳି କିଏ ଏବଂ କାହିଁକି କଲା ସେ ବିଷୟରେ ଜଣାପଡ଼ିନଥିଲେ ମଧ୍ୟ ପୁଲିସ ନିଜଆଡ଼ୁ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି । ସୂଚନା ଅନୁଯାୟୀ ସାଲେପୁର ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ଥାନୀୟ ଅଞ୍ଚଳରେ ଥିବା ଆବର୍ଜନା ଗୃହ ଭିତରେ ହାତଗୋଡ ବନ୍ଧା…

Read More