Nishkarsha

ଓଡିଶା ରାଜ୍ୟ ପୁସ୍ତକ ମହୋତ୍ସବ -୨୦୨୨ ‘ଅକ୍ଷର’ ଉଦଯାପିତ

ଓଡିଶା ରାଜ୍ୟ ପୁସ୍ତକ ମହୋତ୍ସବ -୨୦୨୨ ‘ଅକ୍ଷର’ ଉଦଯାପିତ ୪ର୍ଥ ରାଜ୍ୟ ପୁସ୍ତକ ମହୋତ୍ସବ ସଫଳ ହୋଇଛି : ସଂସ୍କୃତି ମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): ଡିସେମ୍ବର ୯ତାରିଖରୁ ଭୁବନେଶ୍ୱର ୟୁନିଟ୍‌-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ହୋଇଥିବାରାଜ୍ୟ ପୁସ୍ତକ ମହୋତ୍ସବ -୨୦୨୨ ଅକ୍ଷର ଉଦଯାପିତ ହୋଇଯାଇଛି । ଉଦଯାପନୀ ସଭାରେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଓଡିଆ ଭାଷା, ସାହିତ୍ୟ ,ସଂସ୍କୃତି…

Read More

ନିଜର ହକ୍ ପାଇଁ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା ସଫେଇ କର୍ମଚାରୀ ମହାସଂଘ

ନିଜର ହକ୍ ପାଇଁ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା ସଫେଇ କର୍ମଚାରୀ ମହାସଂଘ ଜଗତପୁର(ଏନ୍‌.ଏମ୍‌.): ପରିମଳ ତଥା ସଫେଇ କାର୍ଯ୍ୟରେ ନିୟୋଜିତ ଥିବା ସଫେଇ କର୍ମଚାରୀଙ୍କ ପ୍ରତି ସମସ୍ତେ ଅଣଦେଖା କରୁଛନ୍ତି । ଗୋଟିଏ ପଟେ ସରକାର ଓ ପ୍ରଶାସନ ସେମାନଙ୍କ ଉପରେ କାମର ବୋଝ ଲଦି ଦେଉଥିବାବେଳ ସେମାନଙ୍କ ନ୍ୟାର୍ଯ୍ୟ ଅଧିକାର ପାଇଁ ବୈମାତୃକ ମନୋଭାବ ପୋଷଣ କରିବା ଦୁର୍ଭାଗ୍ୟ ଜନକ ବୋଲି ଓଡ଼ିଶା ସଫେଇ କର୍ମଚାରୀ ମହାସଂଘ ପକ୍ଷରୁ ଅଭିଯୋଗ ହୋଇଛି । ଏହି ପରିପ୍ରେକ୍ଷୀରେ…

Read More

ସନ୍ଦେହ ଘେରରେ ବାରଙ୍ଗ ଥାନା ଏଏସଆଇଙ୍କ ମୃତ୍ୟୁ

ସନ୍ଦେହ ଘେରରେ ବାରଙ୍ଗ ଥାନା ଏଏସଆଇଙ୍କ ମୃତ୍ୟୁ #କଟକ (ଏନ୍‌.ଏମ୍‌.): କଟକ ଜିଲ୍ଲା ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କ ନାମ ଅଶୋକ ପ୍ରଧାନ । ସ୍ଥାନୀୟ ନନ୍ଦନକାନନ ସ୍ଥିତ ପଦାସାହି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ କରିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମିଳିଥିବା ସୂଚନା ମୁତାବକ, ଗତକାଲି ରାତି ପ୍ରାୟ ସାଢ଼େ…

Read More

ଅଲ୍ ଓଡ଼ିଶା ବିପିୟୁଟି ଓ ଡ଼ିପ୍ଲୋମା ଛାତ୍ର ସଘଂର ନୂତନ କର୍ମକର୍ତ୍ତା ଚୟନ

ଅଲ୍ ଓଡ଼ିଶା ବିପିୟୁଟି ଓ ଡ଼ିପ୍ଲୋମା ଛାତ୍ର ସଘଂର ନୂତନ କର୍ମକର୍ତ୍ତା ଚୟନ #ଭୁବନେଶ୍ୱର(ଏନ୍‌.ଏମ୍‌.): ଅଲ୍ ଓଡ଼ିଶା ବିପିୟୁଟି ଷ୍ଟୁଡେଣ୍ଟ ଅର୍ଗାନାଇଜେସନ୍ (ଏଓବିଏସ୍‌ଓ) ଓ ଅଲ୍ ଓଡ଼ିଶା ଡ଼ିପ୍ଲୋମା ଷ୍ଟୁଡେଣ୍ଟ ଅର୍ଗାନାଇଜେସନ୍ (ଏଓଡିଏସ୍‌ଓ)ର ୭ମ ବାର୍ଷିକ କର୍ମକର୍ତ୍ତା ଚୟନ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ନାଇନ୍ ଷ୍ଟିଟ୍ ବାଙ୍କୁଏଟ୍ ହଲ, ୟୁନିଟ-୯ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ଡକ୍ଟର ବ୍ୟୋମକେଶ ରାୟ, ବିଧାୟକ ରୁଦ୍ର ପ୍ରତାପ ମହାରଥୀ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ…

Read More

ଏଆଇଡିଡବ୍ଲୁଏର ତ୍ରୟୋଦଶ ସର୍ବଭାରତୀୟ ସମ୍ମିଳନୀ ସଫଳତା ପାଇଁ ସମାରୋହ

ଏଆଇଡିଡବ୍ଲୁଏର ତ୍ରୟୋଦଶ ସର୍ବଭାରତୀୟ ସମ୍ମିଳନୀ ସଫଳତା ପାଇଁ ସମାରୋହ #ଭୁବନେଶ୍ୱର (ଏନ୍‌.ଏମ୍‌.) : ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି(ଏଆଇଡିଡବ୍ଲୁଏ)ର ଏକ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହର ମୁଖ୍ୟ ଉଦ୍ଦେଶ୍ୟ ହେଲା ଏକ ହୋଇ ଲଢିବା, ସମାନତା ଆଣିବା ଏହି ବାର୍ତ୍ତାକୁ ଓଡିଶାରେ ପୁର ପଲ୍ଲୀରେ ପହଞ୍ଚାଇବା, ଏବଂ ଗଣତନ୍ତ୍ର, ସମାନତା ଓ ନାରୀ ମୁକ୍ତି ପାଇଁ ଆହ୍ୱାନ ଦେବା, ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଭାରତ ବର୍ଷର ଏକ ସର୍ବ ବୃହତ…

Read More

ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଉନ୍ନତ ମାନର ମାଛ ଚାଷର ଶୁଭାରମ୍ଭ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଉନ୍ନତ ମାନର ମାଛ ଚାଷର ଶୁଭାରମ୍ଭ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କଟକ(ଏନ୍‌.ଏମ୍‌): ଜିଲ୍ଲା ମତ୍ସ୍ୟ ବିଭାଗ କଟକ ତରଫରୁ ଉନ୍ନତ ମାନର ମାଛ ଚାଷର ଶୁଭାରମ୍ଭ ହୋଇ ଯାଇଛି । ମହାନଦୀର ମୁଣ୍ଡଳୀ ନିକଟସ୍ଥ କଟକିଆସାହି ଗ୍ରାମପଞ୍ଚାୟତ ନିକଟରେ ମତ୍ସ୍ୟସମ୍ପଦ ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମତ୍ସ୍ୟ ଯାଆଁଳ ଛଡା ଯିବାର କାର୍ଯ୍ୟକ୍ରମ କରାଯାଇଥିଲା । ନାରାୟଣ ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସମିତି, ମା’…

Read More

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ଭାସ୍କର୍ଯ୍ୟ ସିମ୍ପୋଜିୟମ ଉଦଘାଟିତ

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ଭାସ୍କର୍ଯ୍ୟ ସିମ୍ପୋଜିୟମ ଉଦଘାଟିତ ୧୬ ଜଣ ଶିଳ୍ପୀ ୧୫ ଦିନ ଧରି ଗଢିବେ ପ୍ରସ୍ତର ତଥା ସ୍କ୍ରାପ ଭାସ୍କର୍ଯ୍ୟ ଭୁବନେଶ୍ୱର(ଏନ୍‌.ଏମ୍‌.): ଗଣ୍ଡମୁଣ୍ଡାସ୍ଥିତ କଳାଭୂମି ଠାରେ ଉଦଘାଟିତ ହୋଇଛି ୧୫ ଦିନିଆ ଆନ୍ତର୍ଜାତୀୟ ଭାସ୍କର୍ଯ୍ୟ କଳା ସିମ୍ପୋଜିୟମ ଓ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଖଣି ନିଗମ, ଭୁବନେଶ୍ୱର ମହାନଗର ନିଗମ ଓ ଭୁବନେଶ୍ୱର ଉନ୍ନୟନ ନିଗମ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ପ୍ରଥମ ଥର ପାଇଁ…

Read More

ପ୍ରଥମ ସର୍ବଭାରତୀୟ ଶ୍ରୀଅରବିନ୍ଦ ମହିଳା ପାଠଚକ୍ର ସମ୍ମିଳନୀ ଉଦ୍‌ଘାଟିତ

ପ୍ରଥମ ସର୍ବଭାରତୀୟ ଶ୍ରୀଅରବିନ୍ଦ ମହିଳା ପାଠଚକ୍ର ସମ୍ମିଳନୀ ଉଦ୍‌ଘାଟିତ କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଜବହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍ ଠାରେ ପ୍ରଥମ ସର୍ବଭାରତୀୟ ଶ୍ରୀଅରବିନ୍ଦ ମହିଳା ପାଠଚକ୍ର ସମ୍ମିଳନୀ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି । ଓଡ଼ିଶାର ବିଭିନ୍ନ ସ୍ଥାନରୁ ତଥା ଭାରତର ବିିଭିନ୍ନ ପ୍ରଦେଶରୁ ଆସିଥିବା ପ୍ରାୟ ୫ ହଜାର ପ୍ରତିନିଧିଙ୍କ ମାର୍ଚ୍ଚ ଫାଷ୍ଟ ଏବଂ ବନ୍ଦେମାତରମ୍ ଗାନ ସହିତ ଏହି କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଥିଲା । ଏଥିରେ ଶ୍ରୀଅରବିନ୍ଦ ଆଶ୍ରମ ଅରୋଭିଲ୍ ଫାଉଣ୍ଡେସନର ସେକ୍ରେଟାରୀ ଡକ୍ଟର ଜୟନ୍ତୀ…

Read More

ଆଠଗଡ଼ ମହୋତ୍ସବ ଉଦ୍‌ଘାଟିତ

ଆଠଗଡ଼ ମହୋତ୍ସବ ଉଦ୍‌ଘାଟିତ ଆଠଗଡ(ଏନ୍‌.ଏମ୍‌.): ଆଗଠଡ଼ର ବହୁ ପ୍ରତୀକ୍ଷିତ ମହୋତ୍ସବ ଗଡ଼ଜାତ ମହୋତ୍ସବ ନୂଆ ରୂପରେ ଆଠଗଡ ମହୋତ୍ସବ ନାମରେ ଆଜି ସନ୍ଧ୍ୟାରେ ଶୁଭାରମ୍ଭ ହୋଇଛି । ବିଗତ ସାତ ବର୍ଷ ଧରି ବନ୍ଦ୍ ରହିଥିବା ଏହି ମହୋତ୍ସବ ପୁନର୍ବାର ଆରମ୍ଭ ହେବା ଯୋଗୁଁ ଅଞ୍ଚଳରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ମୁଖ୍ୟଅତିଥି ଭାବେ ପୂର୍ବତନ ସାଂସଦ ପଦ୍ମଶ୍ରୀ ଦିଲୀପ ତିର୍କୀ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଆଠଗଡ ବିଧାୟକ ତଥା କୃଷି ମନ୍ତ୍ରୀ…

Read More

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ସ୍ମାରକୀର ସମସ୍ତ ନିର୍ମାଣାଧିନ କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର/ପୁରୀ (ଏନ୍‌.ଏମ୍‌.): ସଂସ୍କୃତି ବିଭାଗ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥଳ ପରିଦର୍ଶନ କରାଯିବା ସହ ସ୍ମାରକୀ ନିର୍ମାଣ ଉପରେ ସମୀକ୍ଷା କରାଯାଇଛି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁରୀ ଜିଲ୍ଲାର ସୁଆଣ୍ଡୋ…

Read More

ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ କାର୍ଯ୍ୟକ୍ରମର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ କାର୍ଯ୍ୟକ୍ରମର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କୃଷକଙ୍କ ଆୟବୃଦ୍ଧି ଦିଗରେ ଉଦ୍ୟାନ କୃଷିକୁ ପ୍ରାଥମିକତା ଦିଆଯାଉଛିି: ମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): କୃଷକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ଆୟ ବୃଦ୍ଧି ଦିଗରେ ଉଦ୍ୟାନ କୃଷିର ପ୍ରମୁଖ ଭୂମିକା ରହିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟାନ କୃଷିକୁ ପ୍ରାଥମିକତା ଦିଆଯାଉଛି । ଚାଷୀମାନେ ଉପଯୁକ୍ତ ଜ୍ଞାନକୌଶଳ ବ୍ୟବହାର କଲେ ଉଦ୍ୟାନ କୃଷିରୁ ଅଧିକ ଲାଭବାନ ହୋଇପାରିବେ । ରାଜ୍ୟର ଜଳବାୟୁ ଓ ମୃତ୍ତିକା…

Read More

ଜାତୀୟ ଶକ୍ତି ସଂରକ୍ଷଣ ଦିବସ ; ନିଆଁ, ପାଣି ଓ ପବନ ବ୍ୟତୀତ ବିଜୁଳି ଜୀବନର ଚତୁର୍ଥ ଆବଶ୍ୟକତା ପାଲଟିଛି: ମନ୍ତ୍ରୀ

ଜାତୀୟ ଶକ୍ତି ସଂରକ୍ଷଣ ଦିବସ ନିଆଁ, ପାଣି ଓ ପବନ ବ୍ୟତୀତ ବିଜୁଳି ଜୀବନର ଚତୁର୍ଥ ଆବଶ୍ୟକତା ପାଲଟିଛି: ମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ ଅବସରରେ, ଭୁବନେଶ୍ୱରରେ ଆୟୋଜିତ ଏକ ରୋଡ ସୋ ରାଲିକୁ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ ପତାକା ଉତ୍ତୋଳନ କରି ଶୁଭାରମ୍ଭ କରିଛନ୍ତି । ମନ୍ତ୍ରୀ ଶ୍ରୀ ଦେବ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ଯଦି…

Read More