ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ କାର୍ଯ୍ୟକ୍ରମର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ କାର୍ଯ୍ୟକ୍ରମର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କୃଷକଙ୍କ ଆୟବୃଦ୍ଧି ଦିଗରେ ଉଦ୍ୟାନ କୃଷିକୁ ପ୍ରାଥମିକତା ଦିଆଯାଉଛିି: ମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): କୃଷକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ଆୟ ବୃଦ୍ଧି ଦିଗରେ ଉଦ୍ୟାନ କୃଷିର ପ୍ରମୁଖ ଭୂମିକା ରହିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟାନ କୃଷିକୁ ପ୍ରାଥମିକତା ଦିଆଯାଉଛି । ଚାଷୀମାନେ ଉପଯୁକ୍ତ ଜ୍ଞାନକୌଶଳ ବ୍ୟବହାର କଲେ ଉଦ୍ୟାନ କୃଷିରୁ ଅଧିକ ଲାଭବାନ ହୋଇପାରିବେ । ରାଜ୍ୟର ଜଳବାୟୁ ଓ ମୃତ୍ତିକା…
