ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା: କେନ୍ଦ୍ରରେ ୩ଲକ୍ଷ ୮୬ହଜାର ୨୫୦ଛାତ୍ରଛାତ୍ରୀ
ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା: କେନ୍ଦ୍ରରେ ୩ଲକ୍ଷ ୮୬ହଜାର ୨୫୦ଛାତ୍ରଛାତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): ଆଜି ଠାରୁ ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପରୀକ୍ଷା । ଏଥର ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ଜଣାପଡ଼ିଛି । ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ମାତୃଭାଷା ପରୀକ୍ଷା ରହିଛି । ତେବେ କୌଣସି ପ୍ରକାର ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ପରାମର୍ଶ ଦେଇଛନ୍ତି । ଆସନ୍ତା…
