ସିଡିଏ ପକ୍ଷରୁ ସୁଜଳ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ କାର୍ଯ୍ୟ ସମୀକ୍ଷା ବୈଠକ: ୨୦୨୩ ଡିସେମ୍ବର ସୁଦ୍ଧା ୨୪ ଘଣ୍ଟିଆ ଶୁଦ୍ଧ ପାନୀୟ ଜଳ
ସିଡିଏ ପକ୍ଷରୁ ସୁଜଳ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ କାର୍ଯ୍ୟ ସମୀକ୍ଷା ବୈଠକ: ୨୦୨୩ ଡିସେମ୍ବର ସୁଦ୍ଧା ୨୪ ଘଣ୍ଟିଆ ଶୁଦ୍ଧ ପାନୀୟ ଜଳ #କଟକ(ଏନ୍.ଏମ୍.): ୨୦୨୩ ଡିସେମ୍ବର ସୁଦ୍ଧା କଟକ ସହରବାସୀଙ୍କୁ ୨୪ ଘଣ୍ଟିଆ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଇଛି । ସୁଜଳ ଡ୍ରିଙ୍କିଙ୍ଗ୍ ଫ୍ରମ୍ ଟ୍ୟାପ୍ ମିଶନ ଜରିଆରେ ସହରରେ ଏହି ପ୍ରକଳ୍ପ ଆରମ୍ଭ ହୋଇଥିଲା ବେଳେ ଧାର୍ଯ୍ୟ ସମୟ ଭିତରେ ଯେପରି ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଶେଷ…
