କିଟ୍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କର ୨୦୨୨: ରାଷ୍ଟ୍ରପତିଙ୍କ ଠାରୁ ଗ୍ରହଣକଲେ ଅନୁଷ୍ଠାନର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ
କିଟ୍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କର ୨୦୨୨ ରାଷ୍ଟ୍ରପତିଙ୍କ ଠାରୁ ଗ୍ରହଣକଲେ ଅନୁଷ୍ଠାନର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ #ଭୁବନେଶ୍ୱର(ଏନ୍.ଏମ୍.): କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (କିଟ୍) କୁ ବୁଧବାର ଦିନ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ୍ ପୁରସ୍କର ପ୍ରଦାନ କରାଯାଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଠାରୁ କିଟ୍ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ୨୦୨୨ କିଟ୍ ଓ କିସର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ତେବେ କିଟ୍କୁ ଏହି…
