ଅମୃତ ବିନ୍ଦୁ ରକ୍ତଦାନ ଶିବିରରେ ୩୬ ୟୁନିଟ ରକ୍ତ ସଂଗ୍ରହ
ଅମୃତ ବିନ୍ଦୁ ରକ୍ତଦାନ ଶିବିରରେ ୩୬ ୟୁନିଟ ରକ୍ତ ସଂଗ୍ରହ କୋଣାର୍କ (ଏନ୍.ଏମ୍.): ଶ୍ରୀ ସତ୍ୟ ସାଇ ସେବା ସମିତି ପକ୍ଷରୁ ଆଜି ଅମୃତ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କୋଣାର୍କ ଭଗବତୀ ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏହି ରକ୍ତ ଦାନ ଶିବିରରେ ୩୬ୟୁନିଟି ରକ୍ତ ସଂଗ୍ରହ ହୋଇଥିଲା । ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରାଜ୍ୟ ରକ୍ତ ଭଣ୍ଡାର ପରିଷଦ ପକ୍ଷରୁ ୩୬ଜଣ ରକ୍ତଦାତାଙ୍କ ଠାରୁ ରକ୍ତ ସଂଗ୍ରହ…
