ଭୁବନେଶ୍ୱରରୁ ସ୍ୱତନ୍ତ୍ର ଚପରରେ ପୁରୀ ଯାତ୍ରା କଲେ ରାଷ୍ଟ୍ରପତି: ବିମାନ ବନ୍ଦରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଭବ୍ୟ ସ୍ୱାଗତ
ଭୁବନେଶ୍ୱରରୁ ସ୍ୱତନ୍ତ୍ର ଚପରରେ ପୁରୀ ଯାତ୍ରା କଲେ ରାଷ୍ଟ୍ରପତି: ବିମାନ ବନ୍ଦରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଭବ୍ୟ ସ୍ୱାଗତ ଭୁବନେଶ୍ୱର/ ପୁରୀ (ଏନ୍.ଏମ୍.): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ରାଷ୍ଟ୍ରପତି ହେବା ପରେ ଶ୍ରୀମତୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ସବୁଆଡ଼େ ଉତ୍ସାହ ଲାଗି ରହିଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି ପୂର୍ବାହ୍ନ ୧୦ଟା…
