ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିବେଦନ
ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିବେଦନ ଖଣ୍ଡପଡା(ଏନ୍.ଏମ୍.): ଆଜାଦ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରତ୍ୟେକ ନାଗରିକ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ଏହି କ୍ରମରେ ଖଣ୍ଡପଡା ଯୁବକ ସଂଘର ସଦସ୍ୟ, ପଠାଣି ସାମନ୍ତ ପୂଜ୍ୟପୂଜା ପରିଷଦର ସଦସ୍ୟମାନେ ଶୁକ୍ରବାର ଖଣ୍ଡପଡା ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜାତୀୟ ପତାକା ତଳେ ଏକତ୍ରିତ ହୋଇଥିଲେ । ସମସ୍ତେ ହାତରେ ତ୍ରିରଙ୍ଗା ପତାକା ଧରିଥିବା…
