ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ମକଡ୍ରିଲ
ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ମକଡ୍ରିଲ ପୁରୀ(ଏନ୍.ଏମ୍.): ଆଗାମୀ ରଥଯାତ୍ରାକୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପର୍ଣ୍ଣ ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ଏକ ମକ ଡ୍ରିଲ ଟାଉନ ଥାନା ପରିସରରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ଚଳିତ ରଥଯାତ୍ରା ହେଉଥିବାରୁ ଆମକୁ ଯାତ୍ରୀଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରିବାର ଆବଶ୍ୟକତା ରହିଛି । ସମସ୍ତ…
