ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମାଭୁକ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ
ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମାଭୁକ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଭୁବନେଶ୍ୱର(ଏନ୍.ଏମ୍.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ଚାଷୀମାନେ ଯେପରି ଶୀଘ୍ର କ୍ଷତିପୂରଣ ପାଇପାରିବେ ସେଥି ନିମନ୍ତେ ବୀମା କମ୍ପାନୀ, ବ୍ୟାଙ୍କ ଏବଂ ବିଭାଗୀୟ ଅଧିକାରୀ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି । କୃଷି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ବୈଠକରେ ମନ୍ତ୍ରୀ…
