ଅନ୍ତର୍ଜାତୀୟସ୍ତରରେ ପୁରସ୍କୃତ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଭୋକ’
ଅନ୍ତର୍ଜାତୀୟସ୍ତରରେ ପୁରସ୍କୃତ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଭୋକ’ ଭୁବନେଶ୍ୱର(ଏନ୍.ଏମ୍.): କରୋନା ମହାମାରୀ ସମୟରେ ପ୍ରବାସୀ ଦାଦନମାନଙ୍କ ଦୁର୍ଦ୍ଦଶାକୁ ନେଇ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ‘ଭୋକ’ ଅନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି । ନିକଟରେ ଲଣ୍ଡନଠାରେ ଅନୁଷ୍ଠିତ ୨୩ତମ ଇନ୍ଦ୍ରଧନୁ ରେନ୍-ବୋ ଚଳଚ୍ଚିତ୍ର ମହୋତ୍ସବରେ ଏହି ଫିଲ୍ମ ଏକ ପୁରସ୍କାର ଲାଭ କରିଛି । ଗତ ମେ ୨୯ରୁ ଜୁନ ୫ ଯାଏ ଲଣ୍ଡନଠାରେ ଏହି ମହୋତ୍ସବ ଅନୁଷ୍ଠିତ ହୋଇଥିଲା । ରାଜୀବ ମହାନ୍ତିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି…
