ଆବାସ ଯୋଜନାରେ ଦୁର୍ନୀତି: ବିଜେପି ପକ୍ଷରୁ ଦାବିପତ୍ର ପ୍ରଦାନ
ଆବାସ ଯୋଜନାରେ ଦୁର୍ନୀତି: ବିଜେପି ପକ୍ଷରୁ ଦାବିପତ୍ର ପ୍ରଦାନ ଆଠଗଡ(ଏନ୍.ଏମ୍.): ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହାଦୁର୍ନୀତି କୁ ନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଗତ ୧୦ ଦିନ ତଳେ ୪୨୩ ଜଣ ହିତାଧିକାରୀଙ୍କୁ ଆଠଗଡ଼ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆବାସ ଯୋଜନାର କାର୍ଯ୍ୟାଦେଶ…
