ରଥଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ
ରଥଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ କୋଣାର୍କ (ଏନ୍.ଏମ୍.): ଆଗାମୀ ରଥଯାତ୍ରା ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ସମୀକ୍ଷା ବୈଠକ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଗତ ଦୁଇ ବର୍ଷ ଧରି କୋଭିଡ କଟକଣା ଯୋଗୁ ବିନା ଭକ୍ତ ଓ ଯାତ୍ରୀଙ୍କ ଉପସ୍ଥିତିରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଚଳିତ ବର୍ଷ କୋଭିଡର…
