ଅବହେଳିତ ନିମପୁର ନୋଡାଲ ଉଚ୍ଚ ବିଦ୍ୟାଳୟ: ୬୫୦ ଜଣରୁ ଉର୍ଦ୍ଧ ଛାତ୍ର ଛାତ୍ରୀଙ୍କ ପାଇଁ ୧୦ ଶିକ୍ଷକ
ଅବହେଳିତ ନିମପୁର ନୋଡାଲ ଉଚ୍ଚ ବିଦ୍ୟାଳୟ: ୬୫୦ ଜଣରୁ ଉର୍ଦ୍ଧ ଛାତ୍ର ଛାତ୍ରୀଙ୍କ ପାଇଁ ୧୦ ଶିକ୍ଷକ ଜଗତପୁର(ଏନ୍.ଏମ୍.): ଶିକ୍ଷା ବ୍ୟବସ୍ଥାର ଉନ୍ନତି ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏହା ଏକ ପ୍ରହସନ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । ବିଶେଷ କରି ସର୍ବଶିକ୍ଷା ଅଭିଯାନ, ମୋ ସ୍କୁଲ ଯୋଜନା, ମିଶନ ଜିରୋ ଏଫ ଭଳି ଅନେକ କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଚାଲିଥିବାବେଳେ ସରକାରୀ ସ୍କୁଲରେ ଶିକ୍ଷା ବ୍ୟବସ୍ଥା ଭୁଷୁଡ଼ି…
