ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ
ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ @Newdelhi #ନୂଆଦିଲ୍ଲୀ (ଏଜେନ୍ସି): କେନ୍ଦ୍ର ସରକାର ଦେଶର ପ୍ରଗତି ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇ ଚାଲିଛନ୍ତି। ଏବେ ବିକଶିତ ଭାରତର ଆଉ ଗୋଟିଏ ଝଲକ ମଧ୍ୟ ଦେଖିବାକୁ ମିଳିଛି। ଲୋକସଭାରେ ତିନି ନୂଆ ବିଲ୍ ଆଗତ କରାଯାଇଛି। ସୋମବାର ଆଗତ କରାଯାଇଥିବା ବିଲଗୁଡିକ ହେଲା ବିକଶିତ ଭାରତ ଶିକ୍ଷା ଅଧିସ୍ଥାନ (ଭିବିଏସ୍ଏ) ବିଲ୍ ୨୦୨୫, ସସ୍ଷ୍ଟେନେବୁଲ ହାର୍ନେସିଙ୍ଗ୍ ଆଣ୍ଡ ଆଡଭାନ୍ସମେଣ୍ଟ ଅଫ୍…
