ଯୁଗ୍ମ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୬ ଦଫା ଦାବି ନେଇ ଧାରଣା
ଯୁଗ୍ମ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୬ ଦଫା ଦାବି ନେଇ ଧାରଣା କଟକ(ଏନ୍.ଏମ୍.): ଓଡ଼ିଶା ସରକାରଙ୍କ ଶ୍ରମ ବିଭାଗର ଅସହଯୋଗ, ନିଷ୍କ୍ରିୟତା, ପାତର ଅନ୍ତର ନୀତି ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ତରରେ ଚର୍ଚ୍ଚା ଆଲୋଚନା ବିଫଳ ହେବା ପରେ ଭାରତୀୟ ମଜଦୁର ସଂଘ ପକ୍ଷରୁ ୬ ଦଫା ଦାବି ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି । ରାଜ୍ୟର ସମସ୍ତ ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ଜରିଆରେ ଶ୍ରମ ଆୟୁକ୍ତ, ଓଡ଼ିଶା ସରକାରଙ୍କୁ…
