ଅଧ୍ୟକ୍ଷ-ଉପାଧ୍ୟକ୍ଷ ଓ ନାଏବ ସରପଞ୍ଚଙ୍କ ପାଇଁ ପରୋକ୍ଷ ନିର୍ବାଚନ ପାଇଁ ନିର୍ବାଚନ କମିଶନରଙ୍କ ଘୋଷଣା
ଅଧ୍ୟକ୍ଷ-ଉପାଧ୍ୟକ୍ଷ ଓ ନାଏବ ସରପଞ୍ଚଙ୍କ ପାଇଁ ପରୋକ୍ଷ ନିର୍ବାଚନ ପାଇଁ ନିର୍ବାଚନ କମିଶନରଙ୍କ ଘୋଷଣା ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଜାନୁଆରୀ ୧୧ତାରିଖରେ ପ୍ରକାଶ ପାଇଥିବା ବିଜ୍ଞପ୍ତି ସଂଖ୍ୟା ୨୪୬, ୨୬୦ ଏବଂ ୨୭୪ ଅନୁସାରେ ନାଏବ ସରପଞ୍ଚ ପଞ୍ଚାୟତ ସମିତିର ଅଧ୍ୟକ୍ଷ/ଉପାଧ୍ୟକ୍ଷ ଏବଂ ଜିଲ୍ଲା ପରିଷଦର ସଭାପତି/ଉପସଭାପତି ପଦଗୁଡ଼ିକ ପରୋକ୍ଷ ନିର୍ବାଚନ ମାଧ୍ୟମରେ ପୂରଣ କରାଯିବ । ଆସନ୍ତା ମାର୍ଚ୍ଚ ମାସ ୧୧ତାରିଖରେ ସମସ୍ତ ଗ୍ରାମପଞ୍ଚାୟତର ନାଏବ ସରପଞ୍ଚ ପଦ ପାଇଁ ପରୋକ୍ଷ ନିର୍ବାଚନ…
