Nishkarsha

କୁଖ୍ୟାତ ଗଞ୍ଜେଇ ମାଫିଆ ସହ ସହଯୋଗୀ ଗିରଫ : ଘରୁ ବାହାରିଲା ନଗର ୭୫ଲକ୍ଷ ଟଙ୍କା ଓ ଗହଣା

କୁଖ୍ୟାତ ଗଞ୍ଜେଇ ମାଫିଆ ସହ ସହଯୋଗୀ ଗିରଫ : ଘରୁ ବାହାରିଲା ନଗର ୭୫ଲକ୍ଷ ଟଙ୍କା ଓ ଗହଣା କଟକ(ଏନ୍‌.ଏମ୍‌.): କଟକ ସହରରେ ବେଆଇନ ନିଶା କାରବାର ବଢ଼ିବାରେ ଲାଗିଛି । ତେବେ ଏହାକୁ ରୋକିବା ନିମନ୍ତେ କମିଶନରେଟ ପୁଲିସ ମଧ୍ୟ ବେଶ ତତ୍ପର ହୋଇ ଉଠିଛି । କହିବାକୁ ଗଲେ ବେଆଇନ ନିଶାକାରବାରକୁ ନେଇ ପୁଲିସ ଓ ନିଶାମାଫିଆଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଛି । ଗୋଟିଏ ପଟେ ନିଶା ବେପାରୀଙ୍କୁ ସାବାଡ଼…

Read More

ମହାନଦୀରେ ପୁଣି କୁମ୍ଭୀର ଦେଖି ଜଗତପୁରବାସୀ ଆତଙ୍କିତ

ମହାନଦୀରେ ପୁଣି କୁମ୍ଭୀର ଦେଖି ଜଗତପୁରବାସୀ ଆତଙ୍କିତ କଟକ(ଏନ୍‌.ଏମ୍‌.): ମହାନଦୀରେ ଖସିଆସିଥିବା କୁମ୍ଭୀରକୁ ଚୌଦ୍ୱାର ନୂଆପାଟଣା ନିକଟରେ ଧରି ପୁଣି ଛାଡ଼ିଦିଆଯିବା ଯୋଗୁଁ ଉକ୍ତ କୁମ୍ଭୀରଟି ମହାନଦୀର ବିଭିନ୍ନ ସ୍ଥାନରେ ବିଚରଣ କରୁଥିବା ଦେଖିବାକୁ ମିଳିଛି । ଏପରିକି କୁମ୍ଭୀରକୁ ନଦୀରୁ ଉପରକୁ ଉଠି ଆସି ବୁଲାବୁଲି କରୁଛି । ଫଳରେ ନଦୀ କୂଳରେ ବସବାସ କରୁଥିବା ଜନସାଧାରଣ ଆତଙ୍କିତ ହୋଇ ପଡ଼ିଛନ୍ତି । ଆଜି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ମହାନଦୀରେ ପୁଣି ଉକ୍ତ…

Read More

ରାଷ୍ଟ୍ରପତିଙ୍କ ଶ୍ରୀକ୍ଷେତ୍ର ଆଗମନ ନେଇ ଆସିଲା ଗସ୍ତ ସୂଚନା: ପୁରୀରେ ରାତ୍ରୀଯାପନ, କରିବେ ଶ୍ରୀଜିଉଙ୍କ ଦର୍ଶନ

ରାଷ୍ଟ୍ରପତିଙ୍କ ଶ୍ରୀକ୍ଷେତ୍ର ଆଗମନ ନେଇ ଆସିଲା ଗସ୍ତ ସୂଚନା: ପୁରୀରେ ରାତ୍ରୀଯାପନ, କରିବେ ଶ୍ରୀଜିଉଙ୍କ ଦର୍ଶନ ପୁରୀ (ଏନ୍‌.ଏମ୍‌.): ଶ୍ରୀକ୍ଷେତ୍ର ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏ ନେଇ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ପୁରୀ ଗସ୍ତ ସମ୍ପର୍କୀତ ସୂଚୀ ଆସିଛି । ରାଷ୍ଟ୍ରପତି ପୂର୍ବରୁ ୨ଥର ଶ୍ରୀକ୍ଷେତ୍ର ଆସିଥିବାବେଳେ ଏଥର ତୃତୀୟ ଥର ପୁରୀଗସ୍ତରେ ଆସିବେ ବୋଲି ଜଣାପଡ଼ିଛି । ପୂରୀ ଜିଲ୍ଲାପ୍ରଶାସନକୁ ଆସିଥିବା ଗସ୍ତ ତାଲିକା ଅନୁଯାୟୀ ରାଷ୍ଟ୍ରପତି ଆସନ୍ତା ଫେବ୍ରୁଆରୀ ୧୯ତାରିଖ ଅପରାହ୍ଣ…

Read More

ସେବା ସମବାୟ ସମିତି ସଂପାଦକଙ୍କ ନିର୍ବାଚନ ପ୍ରଚାର

ସେବା ସମବାୟ ସମିତି ସଂପାଦକଙ୍କ ନିର୍ବାଚନ ପ୍ରଚାର ଅନୁଗୁଳ(ଏନ୍‌.ଏମ୍‌.): ଆଠମଲ୍ଲିକ ବ୍ଲକ କନ୍ତପଡ଼ା ସେବା ସମବାୟ ସମିତି ସମ୍ପାଦକ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରଚାର କାର୍ଯ୍ୟରେ ଲିପ୍ତ ରହି ସରକାରୀ କାର୍ଯ୍ୟ ପ୍ରତି ଅବହେଳା ପ୍ରଦର୍ଶନ କରୁଥିବାରୁ ସାଧାରଣରେ ଅସନ୍ତୋଷ ସୃଷ୍ଟି ଦେଖାଦେଇଛି । ଜଣେ ସରକାରୀ କର୍ମଚାରୀ ହୋଇ ନିର୍ବାଚନ ରାଜନୀତିରେ ସକ୍ରିୟ ଅଂଶଗ୍ରହଣ କରୁଥିବାରୁ ସଂପୃକ୍ତ ସେବା ସମବାୟ ସମିତି ସଂପାଦକ ରୋହିତ ପୁଢ଼ଙ୍କ ବିରୋଧରେ ସରକାରୀ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ…

Read More

ମାନବିକତା ଦେଖାଇଲେ ସମାଜସେବୀ ସୁକାନ୍ତ ସେଠୀ

ମାନବିକତା ଦେଖାଇଲେ ସମାଜସେବୀ ସୁକାନ୍ତ ସେଠୀ କଟକ(ଏନ୍‌.ଏମ୍‌.): ମାନବିକତା ଦେଖାଇ ଉଦାହରଣ ସୃଷ୍ଟି କଲେ ସାମାଜିକ କଟକ ମହାନଗର ନିଗମ ୫୬ ନମ୍ବର ୱର୍ଡ଼ ବାଲିକୁଦା ଗ୍ରାମର ସାମାଜୀକ କର୍ମୀ, ତଥା ଆମ୍ବେଦକର ସ୍ମୃତି ପରିଷଦର ସଭାପତି, ସୁକାନ୍ତ ସେଠୀଙ୍କ ମା ରଜନୀ ସେଠୀ, ଗତ ଡିସେମ୍ବର ମାସ ୩ ତାରିଖରେ ମୃତ୍ୟୁ ଘଟିଥିଲା । ଗରିବ ଲୋକମାନଙ୍କ ମୃତ୍ୟୁ ପାଇଁ ରାଜ୍ୟ ସରକାର ହରିଶ୍ଚନ୍ଦ୍ର ଯୋଜନାରେ, ଶବଦାହ ନିମନ୍ତେ ଜାଳେଣି କାଠ କିଣିବା, ଏବଂ ଶବ…

Read More

ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଜାମିନ ବିହୀନ ୱାରେଣ୍ଟ ଜାରି ଓ ମାଦକ ଦ୍ରବ୍ୟ ଜବତ

ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଜାମିନ ବିହୀନ ୱାରେଣ୍ଟ ଜାରି ଓ ମାଦକ ଦ୍ରବ୍ୟ ଜବତ ଭୁବନେଶ୍ୱର (ଏନ୍‌.ଏମ୍‌.): ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମୁକ୍ତ, ସ୍ୱଚ୍ଛ ଓ ନିରପେକ୍ଷ ଭାବେ ସୁରୁଖୁରୁରେ ପରିଚାଳନା କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ଆରମ୍ଭରୁ ଗୁରୁତ୍ୱ ଦେଇ ଆସିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ପୁଲିସ ବିଭାଗ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଜାନୁଆରୀ ୧୯ତାରିଖଠାରୁ ଫେବୃଆରୀ ୬ତାରିଖ ସୁଦ୍ଧା ମୋଟ ୧୧୩୬୮୬.୧୯ ବଲକ…

Read More

ପୌର ନିର୍ବାଚନରେ ଇଭିଏମ ଜରିଆରେ ମତଦାନ କରିବେ ଭୋଟର

ପୌର ନିର୍ବାଚନରେ ଇଭିଏମ ଜରିଆରେ ମତଦାନ କରିବେ ଭୋଟର ଭୁବନେଶ୍ୱର (ଏନ୍‌.ଏମ୍‌.): ଆଗାମୀ ପୌର ନିର୍ବାଚନ ବାଲାଟ ପେପରରେ ନହୋଇ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ (ଇଭିଏମ୍‌)ରେ ହେବ । ଏ ନେଇ ଆଜି ସର୍ବଦଳୀୟ ବୈଠକରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି । ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁଯାୟୀ, ଗୋଟିଏ ବୁଥରେ ୨ଟି ଇଭିଏମ୍ ରହିବ । ଗୋଟିଏ ଇଭିଏମରେ କାଉନସିଲର/କର୍ପୋରେଟରଙ୍କ ପାଇଁ ଭୋଟ୍ ପଡ଼ିବ ଏବଂ ଅନ୍ୟ ଇଭିଏମରେ…

Read More

୧୯ରେ ଶ୍ରୀକ୍ଷେତ୍ର ଆସିବେ ରାଷ୍ଟ୍ରପତି!

୧୯ରେ ଶ୍ରୀକ୍ଷେତ୍ର ଆସିବେ ରାଷ୍ଟ୍ରପତି! ପୁରୀ (ଏନ୍‌.ଏମ୍‌.): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଚଳିତ ମାସରେ ପୁରୀ ଶ୍ରୀମନ୍ଦିରକୁ ଆସିବେ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଆସନ୍ତା ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସି ୨୦ ତାରିଖରେ ଫେରିଯିବେ । ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି । ପୁରୀ ଜିଲ୍ଲା ପ୍ରଶାସନ ପାଖରେ ଏନେଇ ଖବରଥିବା ଜଣେ ଅଧିକାରୀ…

Read More

ସ୍ୱଚ୍ଛ ଶାସନର ନିଦର୍ଶନ ଦେଖାଇଲେ ରାଜ୍ୟସରକାର : ପୁଣି ୫ ଜଣ ଦୁର୍ନୀତିଖୋର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ସ୍ୱଚ୍ଛ ଶାସନର ନିଦର୍ଶନ ଦେଖାଇଲେ ରାଜ୍ୟସରକାର : ପୁଣି ୫ ଜଣ ଦୁର୍ନୀତିଖୋର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଭୁବନେଶ୍ୱର (ଏନ୍‌.ଏମ୍‌.): ସ୍ୱଚ୍ଛ ଶାସନର ନିଦର୍ଶନ ଦେଖାଇଲେ ରାଜ୍ୟସରକାର । ଦୁର୍ନୀତିକୁ ଆଦୌ ପ୍ରଶୟ ଦେଉନଥିବା ନବୀନ ସରକାର ପୁଣି ବିଭିନ୍ନ ବିଭାଗରେ ନିଯୁକ୍ତଥିବା୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଦୁର୍ନୀତି ଓ ଅପାରଗତା ପାଇଁ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି । ସୂଚନା ଅନୁଯାୟୀ, ଜଗତସିଂହପୁର ଜିଲ୍ଲା ବାଲିକୁଦାର…

Read More

ରକ୍ତ ଦେବା ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରକ୍ତ ଭଣ୍ଡାର କର୍ମଚାରୀ

ରକ୍ତ ଦେବା ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରକ୍ତ ଭଣ୍ଡାର କର୍ମଚାରୀ କଟକ(ଏନ୍‌.ଏମ୍‌): କୁହା ଯାଉଛି ରକ୍ତଦାନ ଜୀବନ ଦାନ । ଏହି ନ୍ୟାୟରେ ରାଜ୍ୟରେ ବହୁ ଜନସାଧାରଣ ସ୍ୱେଚ୍ଛାକୃତ ରକ୍ତଦାନ କରିବାକୁ ଆଗେଇ ଆସିଥାନ୍ତି । ତେବେ ଏହାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ କରାଯାଉଛି । ହେଲେ ରକ୍ତଭଣ୍ଡାରରେ ଥିବା ରକ୍ତ ରୋଗୀ ପାଇବା ପାଇଁ ହିନସ୍ତା ହେଉଥିବାବେଳେ କର୍ମଚାରୀଙ୍କୁ ହାତଗୁଞ୍ଜା ଦେବାକୁ ପଡ଼ୁଛି ।…

Read More

କଟକ ନଗର ଯୁବମୋର୍ଚ୍ଚା ପକ୍ଷରୁ ଲତାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

କଟକ ନଗର ଯୁବମୋର୍ଚ୍ଚା ପକ୍ଷରୁ ଲତାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି କଟକ (ଏନ୍‌.ଏମ୍‌.): କଟକ ନଗର ଯୁବମୋର୍ଚ୍ଚା ପକ୍ଷରୁ ବିଶିଷ୍ଟ କଣ୍ଠଶିଳ୍ପୀ ଭାରତରତ୍ନ ଲତା ମଙ୍ଗେସକରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସ୍ଥାନୀୟ ଦୋଳମୁଣ୍ଡାଇ ଛକ ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଯୁବମୋର୍ଚ୍ଚା ସଭାପତି ସତ୍ୟବ୍ରତ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ, ଯୁବମୋର୍ଚା ଉପସଭାପତି କ୍ଷୀତିଶ ବେହେରା, ଧନଞ୍ଜୟ ମୂଲିଆ,…

Read More

୨୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଆଇଆଇସି

୨୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଆଇଆଇସି ନରସିଂହପୁର(ଏନ୍‌.ଏମ୍‌.): ଏକ ମାମଲାର ସମାଧାନ କରିଦେବା ପାଇଁ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କଟକ ଜିଲ୍ଲା ନରସିଂହପୁର ଥାନା ଆଇଆଇସି ଅଲେଖ ଗରଡ଼ିଆ । ତାଙ୍କ ଠାରୁ ଟଙ୍କା ଜବତ କରିବା ସହିତ ନରସିଂହପୁର ସ୍ଥିତ ତାଙ୍କ ସରକାରୀ ବାସଭବନ ଓ ଯୁଯୁମରା ସ୍ଥିତ ପୈତୃକ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ମିଳିଥିବ ସୂଚନା ଅନୁସାରେ,…

Read More