ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଜାରିହେଲା ପଞ୍ଚାୟତ ନିର୍ବାଚନ ଭୋଟଗଣନା ନିୟମାବଳୀ
ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଜାରିହେଲା ପଞ୍ଚାୟତ ନିର୍ବାଚନ ଭୋଟଗଣନା ନିୟମାବଳୀ ଭୁବନେଶ୍ୱର(ଏନ୍.ଏମ୍.): ନିର୍ବାଚନ ପ୍ରକ୍ରିୟାରେ ଭୋଟଗଣନା ଏକ ମୁଖ୍ୟ କାର୍ଯ୍ୟ ଅଟେ । ଅସାବଧାନ ଭୋଟଗଣତି ଯୋଗୁଁ ସଂପୂର୍ଣ୍ଣ ନିର୍ବାଚନ ଫଳାଫଳ ଭୁଲ ହୋଇପାରେ। ଏ ପରିପ୍ରେକ୍ଷୀରେ ନିର୍ବାଚନ ଅଧିକାରୀମାନଙ୍କର ଗୁରୁଦାୟିତ୍ୱ ରହିଛି । ଭୋଟଗଣତି କେନ୍ଦ୍ର ଉପରେ ନିର୍ବାଚନ ଅଧିକାରୀମାନେ ତୀକ୍ଷ୍ଣ ଦୃଷ୍ଟି ଦେବା ସହ ଭୋଟଗଣତି କେନ୍ଦ୍ର ମଧ୍ୟରେ ଶାନ୍ତିଶୃଙ୍ଖଳା ରକ୍ଷା ଦିଗରେ ନିଶ୍ଚିତ ରୂପେ ଯନିବାନ ହେବା ଉଚିତ । ପ୍ରଥମ…
