କଟକ ନଗର ଯୁବମୋର୍ଚ୍ଚା ପକ୍ଷରୁ ଲତାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
କଟକ ନଗର ଯୁବମୋର୍ଚ୍ଚା ପକ୍ଷରୁ ଲତାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି କଟକ (ଏନ୍.ଏମ୍.): କଟକ ନଗର ଯୁବମୋର୍ଚ୍ଚା ପକ୍ଷରୁ ବିଶିଷ୍ଟ କଣ୍ଠଶିଳ୍ପୀ ଭାରତରତ୍ନ ଲତା ମଙ୍ଗେସକରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସ୍ଥାନୀୟ ଦୋଳମୁଣ୍ଡାଇ ଛକ ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଯୁବମୋର୍ଚ୍ଚା ସଭାପତି ସତ୍ୟବ୍ରତ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ, ଯୁବମୋର୍ଚା ଉପସଭାପତି କ୍ଷୀତିଶ ବେହେରା, ଧନଞ୍ଜୟ ମୂଲିଆ,…
