ଯୁବ ସାମ୍ୱାଦିକ ଚନ୍ଦନ ମଲ୍ଲିକଙ୍କୁ ଉତ୍କଳ ସାମ୍ବାଦିକ ଗୌରବ ସମ୍ମାନ
ଯୁବ ସାମ୍ୱାଦିକ ଚନ୍ଦନ ମଲ୍ଲିକଙ୍କୁ ଉତ୍କଳ ସାମ୍ବାଦିକ ଗୌରବ ସମ୍ମାନ କଟକ(ଏନ୍.ଏମ୍.): ଯୁବ ସାମ୍ବାଦିକ ଚନ୍ଦନ ମଲ୍ଲିକଙ୍କୁ ତାଙ୍କ ଉଲ୍ଲେଖନୀୟ କୃତିତ୍ୱ ନେଇ କଟକ ସଦର ବ୍ଲକର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) ପକ୍ଷରୁ ସାମ୍ବାଦିକ ଗୌରବ ସମ୍ମାନ – ୨୦୨୨ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଚନ୍ଦନ ମଲ୍ଲିକ କଟକ ଜିଲ୍ଲାର ବରିଷ୍ଠ ଫଟୋ ସାମ୍ବାଦିକ ସରୋଜ କୁମାର ମଲ୍ଲିକଙ୍କ ସୁପୁତ୍ର ଅଟନ୍ତି ଏବଂ ପୂର୍ବରୁ ସେ ସରସ୍ୱତୀ କଳା ପରିଷଦ କନ୍ଦରପୁର,…
