ରାଜ୍ୟ ନିର୍ବାଚନ କମିଶନରଙ୍କ ଘୋଷଣା: ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ ଲକ୍ଷ
ରାଜ୍ୟ ନିର୍ବାଚନ କମିଶନରଙ୍କ ଘୋଷଣା: ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ ଲକ୍ଷ ଭୁବନେଶ୍ୱର (ଏନ୍.ଏମ୍.): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ଫେବ୍ରୁଆରୀ ୧୬ ତାରିଖରୁ ମତଦାନ ଆରମ୍ଭ ହେବ । ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋରଦାର ଚାଲିଚି । ରାଜ୍ୟରେ ମୋଟ ୫ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ । ତେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କର ମୃତ୍ୟୁହେଲେ ଦିଆଯାଉଥିବା ଅନୁକମ୍ପା ରାଶିକୁ ରାଜ୍ୟ ନିର୍ବାଚନ କମିଶନର ବୃଦ୍ଧି କରିଛନ୍ତି ।…
