କରୋନା ସଂକ୍ରମଣ ମୁକାବିଲା ପାଇଁ ଟୀକା ଉପରେ ଗୁରୁତ୍ୱ : ସମ୍ମୁଖ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୁଷ୍ଟର ଡୋଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
କରୋନା ସଂକ୍ରମଣ ମୁକାବିଲା ପାଇଁ ଟୀକା ଉପରେ ଗୁରୁତ୍ୱ ସମ୍ମୁଖ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୁଷ୍ଟର ଡୋଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କଟକ(ଏନ୍.ଏମ୍.): ସମ୍ପ୍ରତି ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଏହାକୁ ମୁକାବିଲା କରିବା ପାଇଁ ଯଥେଷ୍ଟ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କରୋନା ବା ନୂଆ ଭ୍ୟାରିଆଣ୍ଟ ଓମିକ୍ରନ ହେଉ ଏହାର ସଂକ୍ରମଣ କିଭଳି ହ୍ରାସ କରାଯାଇ ପାରିବ ସେ ନେଇ…
