ଜନବସତିରେ ଜଙ୍ଗଲି ଜନ୍ତୁ: ଜଗତପୁର ପୀର ବଜାରରୁ ୨ ବାରହା ଉଦ୍ଧାର
ଜନବସତିରେ ଜଙ୍ଗଲି ଜନ୍ତୁ: ଜଗତପୁର ପୀର ବଜାରରୁ ୨ ବାରହା ଉଦ୍ଧାର #ଜଗତପୁର(ଏନ୍.ଏମ୍.): ଏବେ ଜନବସତି ମୁହାଁ ହୋଇଛନ୍ତି ଜଙ୍ଗଲି ଜନ୍ତୁ । ଜଙ୍ଗଲରେ ସେମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପାନୀୟ ଅଭାବ ଯୋଗୁଁ ଏହି ଜଙ୍ଗଲ ଜନ୍ତୁ ଏବେ ଜନବସତି ମୁହାଁ ହେଉଛନ୍ତି । କିଛିଦିନ ତଳେ ଜଙ୍ଗଲି ହାତୀ କଟକ ଜିଲ୍ଲା ଜଗତପୁର ଶିଳ୍ପାଞ୍ଚଳରେ ଉତ୍ପାତ ସୃଷ୍ଟି କରିଥିବାବେଳେ ଏବେ ଜଙ୍ଗଲି ବାରହା ବୁଲୁଥିବା ଦେଖିବାକୁ ମିଳିଛି । ତେବେ ଗତକାଲି ବାରହା ଦୁଇଟି…
