ସିଏମସି ୪୮ ନମ୍ବର ୱାର୍ଡରେ ମାସେ ନପୁରୁଣୁ ଡ୍ରେନ ଉପରୁ ଭାଙ୍ଗିଲା ସ୍ଲାବ : ନିମ୍ନମାନର କାମ ଯୋଗୁ ବଢୁଛି ଅସନ୍ତୋଷ
ସିଏମସି ୪୮ ନମ୍ବର ୱାର୍ଡରେ ମାସେ ନପୁରୁଣୁ ଡ୍ରେନ ଉପରୁ ଭାଙ୍ଗିଲା ସ୍ଲାବ ନିମ୍ନମାନର କାମ ଯୋଗୁ ବଢୁଛି ଅସନ୍ତୋଷ #ଜଗତପୁର(ଏନ୍.ଏମ୍.): କଟକ ମହାନଗର ନିଗମର ଦୁର୍ନୀତି ନେଇ ଅସନ୍ତୋଷ କୁହୁଳିବାରେ ଲାଗିଛି । ଏପରିକି ବିଭିନ୍ନ ପ୍ରକଳ୍ପରେ ଠିକାସଂସ୍ଥା ଓ ବିଭାଗୀୟ ଅଧିକାରୀଙ୍କ ସଲାସୁତରାରେ ନିମ୍ନମାନର କାର୍ଯ୍ୟକରି ସରକାରୀ ଅର୍ଥକୁ ଆତ୍ମସାତ କରାଯାଉଥିବା ଅଭିଯୋଗ ହୋଇଛି । ସିଏମସି ଅନ୍ତର୍ଗତ ୪୮ନମ୍ବର ୱାର୍ଡ ପଣ୍ଡା ସାହି ଗ୍ରାମ ଦୋଳମଣ୍ଡପ ତ୍ରିଛକ ରାସ୍ତା ମଝିରେ ଯାଇଥିବା ଏକ…
