ସିଏମସି ୪୮ନମ୍ବର ୱାର୍ଡରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ସଚେତନତା କର୍ମଶାଳା
ସିଏମସି ୪୮ନମ୍ବର ୱାର୍ଡରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ସଚେତନତା କର୍ମଶାଳା ଜଗତପୁର(ଏନ୍.ଏମ୍.): ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ଜଗତପୁର ୪୮ନମ୍ବର ୱାର୍ଡର ଭୁବନପୁର ଗୋଷ୍ଠୀ କେନ୍ଦ୍ର ଗୃହରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସଂଗଠନ ସଭାପତି ହରିହର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ଜଗତପୁର ଅଞ୍ଚଳର ବିଭିନ୍ନ ମହିଳା ସଂଗଠନର ପ୍ରତିନିଧି, ବସ୍ତିସଂଘର ସଭାପତି, ଆରୋଗ୍ୟ କଲ୍ୟାଣ ସମିତି, ସ୍ୱଛ ସାଥୀ, ଜଳ ସାଥିଙ୍କ…
