ଚନ୍ଦକା ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଜଙ୍ଗଲ ସଫାରୀ ଯାନ ଲୋକର୍ପିତ
ଚନ୍ଦକା ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଜଙ୍ଗଲ ସଫାରୀ ଯାନ ଲୋକର୍ପିତ ଭୁବନେଶ୍ୱର(ଏନ୍.ଏମ୍.): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଚନ୍ଦକା ବନ୍ୟପ୍ରାଣୀ ବନଖଣ୍ଡ ଅଧୀନସ୍ଥ ଗୋଡ଼ିବାରୀଠାରେ ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଶୀତତାପ ନିୟନ୍ତ୍ରିତ ଜଙ୍ଗଲ ସଫାରୀ ଯାନର ଲୋକାର୍ପଣ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ଆରୁଖ କହିଛନ୍ତି ଯେ ଗୋଡ଼ିବାରୀ, ଭରତପୁର ଏବଂ ଡେରାସକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଏହି ବ୍ୟବସ୍ଥା ଅଧିକ ଉପଯୋଗୀ ହେବ…
