ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି #ପୁରୀ(ଏନ୍.ଏମ୍.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । ତାଙ୍କ ସହ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଆଜି ଯଜ୍ଞ ସ୍ଥଳ, ଶ୍ରୀସେତୁ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି…
