ଜାତୀୟ ସଶସ୍ତ୍ର ବାହିନୀ ପତାକା ଦିବସରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ପତାକା ପ୍ରଦାନ
ଜାତୀୟ ସଶସ୍ତ୍ର ବାହିନୀ ପତାକା ଦିବସରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ପତାକା ପ୍ରଦାନ ଭୁବନେଶ୍ୱର(ଏନ୍.ଏମ୍.): ଜାତୀୟ ସଶସ୍ତ୍ରବାହିନୀ ପତାକା ଦିବସ ଉପଲକ୍ଷେ ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶକ୍ତି, ଶିଳ୍ପ, ଏମ୍ଏସ୍ଏମ୍ଇ ଓ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ କମୋଡର ଘନଶ୍ୟାମ୍ ଓଝା ସଶସ୍ତ୍ରବାହିନୀ ପତାକା ପ୍ରଦାନ କରିଥିଲେ । ରାଜ୍ୟ ସୈନିକ ବୋର୍ଡ ଆନୁକୂଲ୍ୟରେ ପ୍ରତିବର୍ଷ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦିବଂଗତ ସୈନିକଙ୍କ ପରିବାରବର୍ଗଙ୍କ ଆର୍ôଥକ ସହାୟତା ନିମନ୍ତେ ଦାନ ପାଣ୍ଠି ସଂଗ୍ରହ ଅଭିଯାନ କରାଯାଇଥାଏ…
