ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି
ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି କଟକ(ଏନ୍.ଏମ୍.): ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି । ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ପୁଲିସ ଡିଜି ଓ ପୁଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ…
