ଜୟଦେବ ଭବନ ଠାରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ
ଜୟଦେବ ଭବନ ଠାରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ଭୁବନେଶ୍ୱର (ଏନ୍.ଏମ୍.): ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରାଗାନ୍ଧିଙ୍କ ତିରୋଧାନ ଦିବସ ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ସ୍ଥାନୀୟ ଜୟଦେବ ଭବନଠାରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଅତିଥିମାନେ ସ୍ୱର୍ଗୀୟ ଇନ୍ଦିରାଗାନ୍ଧିଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ଉଭୟ ମଞ୍ଚ ଓ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ…
