Nishkarsha

ନୂଆପଡା ଗ୍ୟାଙ୍ଗୱାର ଘଟଣା : ୪ ଅଭିଯୁକ୍ତ ଅଟକ

ନୂଆପଡା ଗ୍ୟାଙ୍ଗୱାର ଘଟଣା : ୪ ଅଭିଯୁକ୍ତ ଅଟକ #କେନ୍ଦ୍ରାପଡ଼ା(ଆହ୍ଲାଦ ମହାନ୍ତି): ପାଟକୁରା ଥାନା ଅଧୀନ ନୂଆପଡା ବଜାରରେ ଗୁରୁବାର ସଂଗଠିତ ଗୋଷ୍ଠୀ ସଂଘର୍ଷ ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି । ୨୪ଘଂଟା ନପୂରୁଣୁ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଧରିବାରେ ସଫଳତା ପାଇଛି । ସେହିଭଳି ଗୋଟିଏ ଗୋଷ୍ଠୀ ଘଟଣାସ୍ଥଳକୁ ଆଣିଥିବା କାର୍‌ଟିକୁ ମଧ୍ୟ ପୋଲିସ ଜବତ କରିଛି । ଅନ୍ୟପକ୍ଷରେ ସଂଘର୍ଷରେ ଗୁରୁତର ଆହତ ହୋଇଥିବା ୨ ଜଣ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ…

Read More

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ: କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ #କଟକ/ଭୁବନେଶ୍ୱର(ଏନ୍‌.ଏମ୍‌.): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ଏହାକୁ ସରକାର କର୍ଣ୍ଣପାତ କରୁ ନଥିବା ପ୍ରତିବାଦରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରାରେ ନବୀନ ନିବାସ ପର୍ଯ୍ୟନ୍ତ ଯାଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କରୋନା ସମୟରେ ନିଜ ଜୀବନକୁ…

Read More

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର #କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ପାଟକୁରା ଥାନା ଅଧୀନ ନୂଆପଡା ବଜାରରେ ଆଜି ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟିଛି । ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର ୩ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ତେବେ ପୁଲିସ ଏ ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦେଇ ନଥିବାବେଳେ ଆହତମାନଙ୍କ ସମ୍ପର୍କରେ ମଧ୍ୟ କୌଣସି ସୂଚନା ମିଳି ନାହିଁ । ଅନ୍ୟପକ୍ଷରେ ପତିଆରା ବିସ୍ତାର…

Read More

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ #ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସଭାପତି ହରିହର ପଣ୍ଡାଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ନିମପୁର ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସର ଓ ଚତୁଃପାର୍ଶ୍ୱରେ ସଫେଇ କାର୍ଯ୍ୟକ୍ରମ କରି ଏକ ଘଣ୍ଟା ଶ୍ରମଦାନ କରିଥିଲେ । ଏହି ମେଡିକାଲକୁ ବହୁ ଲୋକ ସ୍ୱାସ୍ଥ୍ୟସେବା, ଫିଜିଓଥେରାପି, ଓ କୋଭିଡ ଟୀକା ଇତ୍ୟାଦି ପାଇଁ ପ୍ରତ୍ୟେହ ଆସିଥାଆନ୍ତି । ମେଡିକାଲର ଚତୁଃପାର୍ଶ୍ୱରେ ଅନାବନା ଗଛ, ଲତା…

Read More

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି #ଭୁବନେଶ୍ୱର (ଏନ୍‌.ଏମ୍‌.): ୧୯୭୧ ମସିହାରେ ସଂଘଠିତ ପାକିସ୍ତାନ ଉପରେ ଭାରତର ବିଜୟ ଲାଭର ୫୦ ବର୍ଷ ପୂର୍ତ୍ତିି ପାଳନ ଉପଲକ୍ଷେ ଅକ୍ଟୋବର ୨୦ରୁ ନଭେମ୍ବର ୭ ପର୍ଯ୍ୟନ୍ତ ଓଡିଶାରେ ଅମର ଯବାନ ଜ୍ୟୋତିର ସ୍ୱର୍ଣ୍ଣିମ ବିଜୟ ମଶାଲ ଆସନ୍ତା କାଲି ୨୯ ତାରିଖରେ ଭୁବନେଶ୍ୱରରେ ପହଁଚିବ । ଏହି ବିଜୟ ମଶାଲ ତଥା ୧୯୭୧ ଯୁଦ୍ଧର ବୀର ଯବାନମାନମାନଙ୍କ ସମ୍ମାନ ପ୍ରଦର୍ଶନ ନିମନ୍ତେ ଭୁବନେଶ୍ୱର…

Read More

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ ଜଗତପୁର (ଏନ୍‌.ଏମ୍‌.):ଦେଶ ବିରୋଧି ମନ୍ତବ୍ୟ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିବା ଅଭିଯୋଗରେ ଜଗତପୁର ପୋଲିସ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ପଶ୍ଚିମ ଛକ (ସାତବାଟିଆ) ଗ୍ରାମର ମହମ୍ମଦ ଅରମାନ୍ (୨୦) ବୋଲି ଜଣାପଡ଼ିଛି । ଅରମାନ୍ ନିକଟରୁ ପୋଲିସ ଏକ ମୋବାଇଲ ଫୋନ ଜବତ କରିଛି । ପୋଲିସ୍ ସୂଚନା ମୁତବକ, ଭାରତ ଓ ପାକିସ୍ଥାନ ମଧ୍ୟରେ ଗତ…

Read More

ବହିଷ୍କୃତ କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଫିଟୁଛି ଗୁମର: ଭିଜିଲାନ୍ସ ଚଢ଼ାଉ ପକ୍ଷରୁ ଚଢ଼ାଉ

ବହିଷ୍କୃତ କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଫିଟୁଛି ଗୁମର: ଭିଜିଲାନ୍ସ ଚଢ଼ାଉ ପକ୍ଷରୁ ଚଢ଼ାଉ ଭୁବନେଶ୍ୱର (ଏନ୍‌.ଏମ୍‌.): ଗିରଫ ହେବା ପରେ ଚାକିରିରୁ ବହିଷ୍କୃତ ହୋଇଥିବା କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତାଙ୍କ ଘର ସମେତ ମୋଟ ୫ଟି ସ୍ଥାନରେ ଭିଜିଲାନ୍ସର ୫ଟି ଟିମ୍ ଏକ ସଙ୍ଗେ ଚଢ଼ାଉ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ପ୍ରସନ୍ନଙ୍କ କଳ୍ପନା ସ୍ଥିତ ବାସଭବନ, ଡୁମଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର, ଲିଙ୍ଗିପୁରର ଶାନ୍ତିବିହାର…

Read More

ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ

ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ କଟକ(ଏନ୍‌.ଏମ୍‌.): କଟକ ମୁଣ୍ଡଳୀ ବ୍ରିଜ ଉପରେ ଆଜି ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି । ଜଣେ ଯୁବକ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ୍ ରଖି ମହାନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି । ଦୀର୍ଘ ସମୟ ଧରି ଅଗ୍ନିଶମ ବାହିନୀର ଓଡ୍ରାଫ ଟିମ ଖୋଜାଖୋଜି କରିଥିଲେ ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିନାହିଁ । ନଦୀକୁ ଡିଆଁ ମାରିବାର କାରଣ ଜଣାପଡ଼ିନଥିଲେ…

Read More

ଅକ୍ଷୟ ପାତ୍ର ଫାଉଣ୍ଡେସନ ପକ୍ଷରୁ ଜଗତପୁର ୪୮ନଂ ୱାର୍ଡ ରେ ରାସନ ସାମଗ୍ରୀ ବଣ୍ଟନ

ଅକ୍ଷୟ ପାତ୍ର ଫାଉଣ୍ଡେସନ ପକ୍ଷରୁ ଜଗତପୁର ୪୮ନଂ ୱାର୍ଡ ରେ ରାସନ ସାମଗ୍ରୀ ବଣ୍ଟନ  ଜଗତପୁର( ଏନ୍.ଏମ୍.): କଟକ ମହାନଗର ନିଗମ ୪୮ନଂ ୱାର୍ଡର କିଛି ଗରିବ ଅସହାୟ ପରିବାରଙ୍କୁ “ଅକ୍ଷୟ ପାତ୍ର ଫାଉଣ୍ଡେସନ ” ପକ୍ଷରୁ “ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ” ସହଯୋଗରେ ସିଏମସି ୱାର୍ଡ ଅଫିସ ଠାରେ ରାସନ ସାମଗ୍ରୀ ପ୍ୟାକେଟ ବଣ୍ଟନ କରାଯାଇଥିଲା ।ଅକ୍ଷୟ ପାତ୍ର ଫାଉଣ୍ଡେସନ ୪୮ ନଂ ୱାର୍ଡ ରେ ସମୁଦାୟ ୭୦୦ରୁ ଉର୍ଦ୍ଧ୍ବ ରାସନ ପ୍ୟାକେଟ ବଣ୍ଟନ କରିଥିବାବେଳେ…

Read More

ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା 

ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା    ଭୁବନେଶ୍ବର (ଏନ୍.ଏମ୍.): ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ…

Read More

କଟକ କନ୍ଦରପୁର ଥାନା ଅଞ୍ଚଳରେ ବରିଷ୍ଠ ନାଗରିକଙ୍କୁ ସାଇବର କ୍ରାଇମ ନେଇ ସଚେତନତା

କଟକ କନ୍ଦରପୁର ଥାନା ଅଞ୍ଚଳରେ ବରିଷ୍ଠ ନାଗରିକଙ୍କୁ ସାଇବର କ୍ରାଇମ ନେଇ ସଚେତନତା କଟକ ସଦର (ଏନ୍‌.ଏମ୍‌.): କଟକ କନ୍ଦରପୁର ଥାନାର ତତ୍ତ୍ୱାବଧାନରେ କଟକ କନ୍ଦରପୁରରେ ସିନିୟର ସିଟିଜେନଙ୍କ ପାଇଁ ଏକ ସାଇବର ଆୱାରନେସ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ସମୟରେ ମନୁଷ୍ୟ ତାର କାଯ୍ୟ ଭାର କମାଇବା ପାଇଁ ଟେକ୍ନୋଲୋଜି ଉପରେ ନିର୍ଭର କରୁଛି ।ସମସ୍ତ ଜରୁରୀ କାର୍ଯ୍ୟ ଇଣ୍ଟରନେଟ ଓ କମ୍ପ୍ୟୁଟର ରେ ଖୁବ କମ ସମୟରେ କରୁଛି । ସବୁଠାରୁ ବଡ଼…

Read More

ସ୍ପେଶାଲ ସ୍କ୍ୱାର୍ଡ଼ କର୍ମଚାରୀଙ୍କ ଆକ୍ରମଣ ଘଟଣାରେ ୨ଗିରଫ

ସ୍ପେଶାଲ ସ୍କ୍ୱାର୍ଡ଼ କର୍ମଚାରୀଙ୍କ ଆକ୍ରମଣ ଘଟଣାରେ ୨ଗିରଫ ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଥାନା ଗୟାନା ଛକ ନିକଟରେ ୫ଜଣ ମଦ୍ୟପ ରବିବାର ବିଳମ୍ବିତ ରାତ୍ରରେ ଜନୈକ ପୁଲିସ୍ ସ୍ପେଶାଲ ସ୍କ୍ୱାର୍ଡ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ନଜରପୁର କେଉଟ ସାହିର ଯୋଗେନ୍ଦ୍ର ହାତୀ(୨୮) ଓ ବୈକୁଣ୍ଠ-ବିହାରର ସଂଗଜିତ୍ ମଲ୍ଲିକ(୨୮) ବୋଲି ଜଣାପଡ଼ିଛି । ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟି-୨୦ ମ୍ୟାଚରେ ଭାରତର ପରାଜୟ ହୋଇଥିଲା…

Read More