ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ #ଭବାନୀପାଟଣା(ଏନ୍.ଏମ୍.): ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ବଳଭଦ୍ର ମାଝୀ ଇସ୍ତଫା ପତ୍ରରେ ତାଙ୍କର ଏହି ପଦକ୍ଷେପର କାରଣ ସଂପର୍କରେ କିଛି ଉଲ୍ଲେଖ କରି ନାହାନ୍ତି । ତେବେ ଦଳରେ ଅବହେଳିତ ହୋଇ…
