ସହରବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ବାରବାଟୀ-କଟକ ବିଧାୟକ
ସହରବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ବାରବାଟୀ-କଟକ ବିଧାୟକ #କଟକ(ଏନ୍.ଏମ୍.): ଇଂରାଜୀ ନବବର୍ଷ ୨୦୨୪ ଅବସରରେ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ ତାଙ୍କ ଆବାସିକ କାର୍ଯ୍ୟଳୟରେ ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ, ବିଭିନ୍ନ ସାହିବସ୍ତି ପୂଜା କମିଟିର କର୍ମକର୍ତ୍ତା, ସିଏମସି ବିଭାଗୀୟ ଅଧିକାରୀ, ମୁରବୀଙ୍କ ସମେତ ବିଭିନ୍ନ ସଂଗଠନର କର୍ମକର୍ତ୍ତା, ରାଜନୈତିକ ଦଳର କାର୍ଯ୍ୟକର୍ତ୍ତାଙ୍କୁ ଭବ୍ୟ ଶୁଭେଚ୍ଛା ଓ ଅଭିନନ୍ଦନ…
