ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ
ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ ଭୁବନେଶ୍ୱର (ଏନ୍.ଏମ୍.): ଆସନ୍ତା ଜୁଲାଇ ୩୧ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ପାଇବ ପାରେ । ଏ ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପୂର୍ବରୁ ଆମେ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧ ଯୁକ୍ତ ଦୁଇର ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଥିଲୁ । କିନ୍ତୁ ସୁପ୍ରିମକୋର୍ଟ ଜୁଲାଇ ୩୧ ତାରିଖ ଭିତରେ…
