ମଣ୍ଡିରୁ ଧାନ ନଉଠିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ- ବିଜେପି କୃଷକ ମୋର୍ଚ୍ଚା
ମଣ୍ଡିରୁ ଧାନ ନଉଠିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ- ବିଜେପି କୃଷକ ମୋର୍ଚ୍ଚା ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟ ବିଭିନ୍ନ ଅଞ୍ଚଳରେ ମଣ୍ଡିରେ ଧାନ ସଂଗ୍ରହ ସମସ୍ୟା ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଭୁବନେଶ୍ୱରର ୟୁନିଟ-୮ସ୍ଥିତ ଯୋଗାଣ ନିଗମ ମୁଖ୍ୟ କାର୍ଯ୍ୟାଳୟ ଆଗରେ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ଏହି ବିକ୍ଷୋଭ ହୋଇଛି । ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଦିଆଯାଇଥିବା ଏହି ଧାରଣାରେ ମୁକେଶ…
